Acts 4:36 — Compare Translations

7 translations compared side by side

Odia - 1840
"ଯୋଷଫେ ନାମ ରେ ଜଣେ ବିଶ୍ବାସୀ ଥିଲେ। ପ୍ ରରେିତମାନେ ତାହାଙ୍କୁ ବର୍ଣ୍ଣବ୍ବା ନାମ ରେ ଡ଼ାକୁ ଥିଲେ। ଏହି ନାମର ଅର୍ଥ, ସାହାୟ୍ଯକାରୀ ସେ କୁପ୍ରୀୟ ଜାତିର ଜଣେ ଲବେୀୟ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୋଷେଫ, ସେ ଲେବୀ ବଂଶଜାତ ଜଣେ କୁପ୍ରୀୟ ଜାତିର ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅନୁବାଦ କଲେ, ଏହାର ଅର୍ଥ, ସାନ୍ତ୍ଵନାର ପୁତ୍ର),
Odia BSI (ପବିତ୍ର ବାଇବଲ (CL) NT (BSI))
ସାଇପ୍ରସ୍ରେ ଜନ୍ମଗ୍ରହଣ କରିଥିବା ଲେବୀବଂଶର ଯୋସେଫ, ଯାହାକୁ ପ୍ରେରିତ ଶିଷ୍ୟମାନେ ବର୍ଣ୍ଣବା ବୋଲି ନାମ ଦେଇଥିଲେ (ବର୍ଣ୍ଣବାର ଅର୍ଥ ସାନ୍ତ୍ୱନାର ପୁତ୍ର),
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ନାମରେ ଜଣେ ବିଶ୍ୱାସୀ ଥିଲେ। ପ୍ରେରିତମାନେ ତାହାଙ୍କୁ “ବର୍ଣ୍ଣ‌ବ୍‌‌ବା” ନାମରେ ଡାକୁଥିଲେ। ଏହି ନାମର ଅର୍ଥ, “ସାହାଯ୍ୟକାରୀ” ସେ କୁପ୍ରୀୟ ଜାତିର ଜଣେ ଲେବୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍‍ ସାନ୍ତ୍ୱନାର ପୁତ୍ର),
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଷେଫ, ଯେ ଲେବୀ ବଂଶଜାତ ଜଣେ ସାଇପ୍ରସ୍ ଜାତିର ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅନୁବାଦ କଲେ ଏହାର ଅର୍ଥ ସାନ୍ତ୍ୱନାର ପୁତ୍ର),
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಲೊಕಾತ್ನಿ ಜುಜೆ ಮನ್ತಲೊ ಹೊತ್ತೊ ತೊ ಸೈಪುನ್ ಮನ್ತಲೊ ಗಾಂವಾತ್ ಜಲಮ್ಮಲ್ಲೊ ಎಕ್ ಲೆವಿ ಹೊವ್ನ್ ಹೊತ್ತೊ ತೆಕಾ ಅಪೊಸ್ತಲಾ ಬಾನಾರ್ಬಾ ಮನುನ್ ಬಲ್ಯಿತ್. ಬರ್ನಾಬಾ ಮಟ್ಲ್ಯಾರ್ ಉಮ್ಮೆದ್ ದಿತಲೊ ಮಾನುಸ್,