Acts 4:37 — Compare Translations
7 translations compared side by side
Odia - 1840
"ୟୋ ସଫଙ୍କେର ଖଣ୍ଡିଏ କ୍ଷତେ ଥିଲା। ସେ ତାହାକୁ ବିକ୍ରୀ କରି ଦେଲେ ଓ ବିକ୍ରୀଲବ୍ଧ ସମସ୍ତ ଟଙ୍କା ଆଣି ପ୍ ରରେିତମାନଙ୍କୁ ଦଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ଖଣ୍ତେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କର ଜମି ବିକ୍ରୟ କରି ଲବ୍ଧ ଧନ ପ୍ରେରିତ ଶିଷ୍ୟମାନଙ୍କୁ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କର ଖଣ୍ଡିଏ କ୍ଷେତଥିଲା। ସେ ତାହାକୁ ବିକ୍ରୀ କରିଦେଲେ ଓ ବିକ୍ରୀଲବ୍ଧ ସମସ୍ତ ଟଙ୍କା ଆଣି ପ୍ରେରିତମାନଙ୍କୁ ଦେଇଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುಜೆಕ್ಬಿ ಸೆತ್ ಹೊತ್ತ್ಯೆ ತೆನಿ ತೆ ಇಕುನ್ ಯೆಲ್ಲೆ ಪೈಸೆ ಅಪೊಸ್ತಲಾಕ್ನಿ ದಿಲ್ಯಾನ್.