Acts 4:5 — Compare Translations
7 translations compared side by side
Odia - 1840
"ତହିଁ ଆରଦିନ ସମାନଙ୍କେର ନେତାମାନେ, ପ୍ରାଚୀନମାନେ ଓ ଆଇନର ଶିକ୍ଷକମାନେ ୟିରୂଶାଲମ ରେ ଏକାଠି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମରେ ଏକତ୍ରିତ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପର ଦିନ ଇହୁଦୀ ନେତାମାନେ, ମନ୍ଦିରର ଅନ୍ୟାନ୍ୟ ନେତୃବୃନ୍ଦ ଓ ଧର୍ମଗୁରୁମାନେ ଯିରୂଶାଲମରେ ଏକତ୍ରିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ଆରଦିନ ସେମାନଙ୍କର ନେତାମାନେ, ପ୍ରାଚୀନମାନେ ଓ ଆଇନର ଶିକ୍ଷକମାନେ ଯିରୁଶାଲମରେ ଏକାଠି ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମ ସହରରେ ଏକତ୍ରିତ ହେଲେ;
Odia IRV 2017 (ଓଡିଆ ବାଇବେଲ)
ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂୂଶାଲମରେ ଏକତ୍ରିତ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾ ದಿಸಾ ಜುದೆವಾಂಚಿ ಮುಖಂಡಾ, ಜಾಂಟಿ ಲೊಕಾ, ಅನಿ ಖಾಯ್ದೆ ಶಿಕ್ವುತಲ್ಲಿ ಲೊಕಾ ಜೆರುಜಲೆಮಾತ್ ತಾಂಡೊ ಹೊವ್ನ್ ಗೊಳಾ ಹೊಲ್ಯಾನಿ.