Acts 4:8 — Compare Translations

7 translations compared side by side

Odia - 1840
"ତା'ପରେ ପିତର ପବିତ୍ର ଆତ୍ମା ଦ୍ବାରା ପରିପୂର୍ଣ୍ଣ ହାଇେ ସମାନଙ୍କେୁ କହିଲେ, ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚ଼ୀନ ଲୋକମାନେ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ଯିହୁଦୀ ଜାତିର ଶାସକ ଓ ଧର୍ମନେତାବୃନ୍ଦ!
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପିତର ପବିତ୍ରଆତ୍ମା ଦ୍ୱାରା ପରିପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, “ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚୀନ ଲୋକମାନେ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್ ಪವಿತ್ರ್ ಆತ್ಮ್ಯಾನ್ ಭರುನ್ ತೆಂಕಾ ಜವಾಬ್ ದಿಲ್ಯಾನ್, ಲೊಕಾಂಚ್ಯಾ ಮುಖಂಡಾನೊ, ಅನಿ ಜ್ಯಾಂನ್ತ್ಯಾನೊ: