Acts 5:1 — Compare Translations

7 translations compared side by side

Odia - 1840
"ହନନିୟ ନାମକ ଜଣେ ଲୋକ ଥିଲେ, ତାହାଙ୍କ ସ୍ତ୍ରୀଙ୍କର ନାମ ଥିଲା ଶଫୀରା, ତାହାଙ୍କର କିଛି ଜମି ବିକ୍ରୀ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହନନୀୟ ନାମକ ଜଣେ ବ୍ୟକ୍ତି ଆପଣା ଭାର୍ଯ୍ୟା ଶଫୀରାର ସମ୍ମତିରେ କିଛି ସମ୍ପତ୍ତି ବିକ୍ରୟ କଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ହନନୀୟ ନାମକ ଜଣେ ଲୋକ ଓ ତା’ର ସ୍ତ୍ରୀ ଶଫୀରା ସେମାନଙ୍କର ସମ୍ପତ୍ତି ବିକ୍ରୟ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ହନନିୟ ଓ ଶଫୀରା ହନନିୟ ନାମକ ଜଣେ ଲୋକ ଥିଲେ, ତାହାଙ୍କ ସ୍ତ୍ରୀଙ୍କର ନାମ ଥିଲା ଶଫୀରା, ତାହାଙ୍କର କିଛି ଜମି ବିକ୍ରୀ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା, ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅನನಿಯಾ ಮನ್ತಲ್ಯಾ ನಾವಾಚೊ ಎಕ್ ಮಾನುಸ್ ಅನಿ ತೆಚಿ ಬಾಯ್ಕೊ ಸಾಪಿರಾ ದೊಗೆ ಜನಾಬಿ ಮಿಳುನ್ ಅಪ್ಲೆ ಸೆತಾಚೊ ಎಕ್ ಬಾಗ್ ಇಕ್ಲ್ಯಾನಿ.