Acts 5:11 — Compare Translations

7 translations compared side by side

Odia - 1840
"ମଣ୍ଡଳୀର ସମସ୍ତ ବିଶ୍ବାସୀ ଓ ଅନ୍ୟ ସମସ୍ତ ଲୋକ, ଯେଉଁମାନେ ଏ କଥା ଶୁଣିଲେ, ବହୁତ ଭୟଭୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସମୁଦାୟ ମଣ୍ତଳୀ ଓ ଯେତେ ଲୋକ ଏହିସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟ ପାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀର ସଦସ୍ୟମାନେ ଓ ଯେଉଁମାନେ ଏକଥା ଶୁଣିଲେ, ସମସ୍ତେ ଆତଙ୍କିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ମଣ୍ଡଳୀର ସମସ୍ତ ବିଶ୍ୱାସୀ ଓ ଅନ୍ୟ ସମସ୍ତ ଲୋକ, ଯେଉଁମାନେ ଏ କଥା ଶୁଣିଲେ, ବହୁତ ଭୟଭୀତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହିସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହି ସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಸಂಗ್ತಿಯಾಂಚ್ಯಾ ವಿಶಯಾತ್ ಆಯ್ಕಲ್ಲೆ ದೆವಾಚಿ ಲೊಕಾ ಅನಿ ಸಗ್ಳ್ಯಿ ಲೊಕಾಬಿ ಲೈ ಘಾಬರ್ಲಿ.