Acts 5:12 — Compare Translations

7 translations compared side by side

Odia - 1840
"ପ୍ ରରେିତମାନଙ୍କ ଦ୍ବାରା ଲୋକମାନଙ୍କ ମଧିଅରେ ବହୁତଗୁଡ଼ିଏ ଚ଼ିହ୍ନ ଓ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରାଗଲା। ସମାନେେ ସମସ୍ତେ ଗୋଟିଏ ଉଦ୍ଦେଶ୍ଯ ରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରେରିତମାନଙ୍କ ହସ୍ତ ଦ୍ଵାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ତଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ତପରେ ଉପସ୍ଥିତ ହେଉଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରିତ ଶିଷ୍ୟମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଆଶ୍ଚର୍ଯ୍ୟକର୍ମ ସାଧିତ ହେଉଥିଲା। ସମସ୍ତ ଖ୍ରୀଷ୍ଟବିଶ୍ୱାସୀ ଶଲୋମନଙ୍କ ମଣ୍ଡପରେ ଏକତ୍ର ହେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରୁ ପ୍ରମାଣ ପ୍ରେରିତମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ବହୁତଗୁଡ଼ିଏ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରାଗଲା। ସେମାନେ ସମସ୍ତେ ଗୋଟିଏ ଉଦ୍ଦେଶ୍ୟରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,
Odia IRV 2017 (ଓଡିଆ ବାଇବେଲ)
ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಗ್ಳಿ ಲೊಕಾ ಚಮತ್ಕಾರಾಚಿ ಅನಿ ಅಜಾಪಾಚಿ ಕಾಮಾ ಕರ್‍ಲ್ಯಾನಿ ಸಗ್ಳ್ಯಾ ಲೊಕಾನಿ ತೆಂಚಿ ಕಾಮಾ ಬಗ್ಲ್ಯಾನಿ ತೆನಿ ಸಗ್ಳಿ ಲೊಕಾ ಎಕ್ ಕಡೆ ಗೊಳಾ ಹೊವ್ನ್ ಸೊಲೊಮೊನಾಚ್ಯಾ ಮಾಟ್ವಾತ್ ಮಿಳುನ್ ಯಯ್ತ್.