Acts 5:14 — Compare Translations

7 translations compared side by side

Odia - 1840
"ଉଭୟ ପୁରୁଷ ଓ ସ୍ତ୍ରୀ ଅଧିକରୁ ଅଧିକ ପ୍ରଭୁଙ୍କୁ ବିଶ୍ବାସ କଲେ। ସମାନେେ ବିଶ୍ବାସୀଙ୍କ ଦଳ ରେ ସଂୟୁକ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ଵାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତଥାପି ଈଶ୍ୱରଙ୍କଠାରେ ବିଶ୍ୱାସ କରୁଥିବା ଅନେକ ସ୍ତ୍ରୀ ଓ ପୁରୁଷ ଦଳରେ ପ୍ରବେଶ କଲେ ଓ ଉକ୍ତ ବିଶ୍ୱାସୀ ଦଳ ଦିନକୁ ଦିନ ବଢ଼ିବାକୁ ଲାଗିଲା।
Odia Bible ERV 2004 (ପବିତ୍ର ବାଇବଲ)
ଉଭୟ ପୁରୁଷ ଓ ସ୍ତ୍ରୀ ଅଧିକରୁ ଅଧିକ ପ୍ରଭୁଙ୍କୁ ବିଶ୍ୱାସ କଲେ। ସେମାନେ ବିଶ୍ୱାସୀଙ୍କ ଦଳରେ ସଂଯୁକ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಲೈ ಲೊಕಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಮಿಳುಲಾಗಲಿ,ಅನಿ ಲೈ ಲೊಕಾ ಘೊಮಾನ್ಸಾ ಅನಿ ಬಾಯ್ಕಾ ಮನ್ಸಾನಿ ಧನಿಯಾಚೆರ್ ವಿಶ್ವಾಸ್ ಕರ್‍ಲ್ಯಾನಿ.

Recommended Reading