Acts 5:15 — Compare Translations

7 translations compared side by side

Odia - 1840
"ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହେି ଆଣିଲେ, ଯେପରିକି ପିତରଙ୍କ ଛାଇ ୟିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହାଦ୍ବାରା ସହେି ରୋଗୀମାନେ ସୁସ୍ଥ ହାଇପୋରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି କି, ପିତର ଆସିବା ସମୟରେ ଅନ୍ତତଃ ତାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ତକୁ ବୋହିନେଇ ଆସି, ଶେଯ ଓ ଖଟିଆରେ ରଖିଦେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରିତ ଶିଷ୍ୟମାନଙ୍କର କାର୍ଯ୍ୟ ବିଶେଷ ଫଳପ୍ରଦ ହେଲା, ଏପରିକି ପିତର ଚାଲିଯାଉଥିବା ସମୟରେ ତାଙ୍କର ଛାଇ ପଡ଼ିବା ପାଇଁ ଲୋକମାନେ ରୋଗୀମାନଙ୍କୁ ବୋହି ଆଣି ବାଟରେ ବିଛଣା ଓ ଚଟେଇରେ ଶୁଆଇ ଦେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହି ଆଣିଲେ, ଯେପରିକି ପିତରଙ୍କ ଛାଇ ଯିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହା ଦ୍ୱାରା ସେହି ରୋଗୀମାନେ ସୁସ୍ଥ ହୋଇପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಲೊಕಾ ಸಗ್ಳಿ ಬರೆ ನತ್ಯಾ ಮಾನ್ಸಾಕ್ನಿ ಡಾಳಿಯಾರ್ನಿ ಥವ್ನ್,ಪೆದ್ರು ಜಾಯ್ತ್ ರಾತಾನಾ ತೆಚಿ ಸಾವ್ಳಿ ತರಿಬಿ ತೆಂಚ್ಯಾರ್ ಪಡುಂದಿ ಮನುನ್ ತೆಂಕಾ ವಾಟೆರ್ ಹಾನುನ್ ಥೈಯ್ತ್.