Acts 5:16 — Compare Translations
7 translations compared side by side
Odia - 1840
"ୟିରୂଶାଲମ ରେ ଆଖପାଖ ସହରଗୁଡ଼ିକରୁ ଲୋକମାନେ ସମାନଙ୍କେ ରୋଗୀମାନଙ୍କୁ ଓ ଯେଉଁମାନେ ଭୂତମାନଙ୍କ ଦ୍ବାରା ବ୍ଯତିବ୍ଯସ୍ତ ହେଉଥିଲେ, ସମାନଙ୍କେୁ ନଇେ ଆସୁଥିଲେ ଓ ସମସ୍ତେ ସୁସ୍ଥ ହାଇେ ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକ-ସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ଵାରା ଆକ୍ରା; ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିରୂଶାଲମର ଆଖପାଖ ସହରମାନଙ୍କରୁ ଏକ ବିରାଟ ଜନତା ରୋଗୀ ଓ ଭୂତଗ୍ରସ୍ତ ଲୋକମାନଙ୍କୁ ନେଇ ଶିଷ୍ୟମାନଙ୍କ ନିକଟକୁ ଆସୁଥିଲେ ଓ ସେମାନେ ସମସ୍ତେ ସୁସ୍ଥ ହେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ଆଖପାଖ ସହରଗୁଡ଼ିକରୁ ଲୋକମାନେ ସେମାନଙ୍କ ରୋଗୀମାନଙ୍କୁ ଓ ଯେଉଁମାନେ ଭୂତମାନଙ୍କ ଦ୍ୱାରା ବ୍ୟତିବ୍ୟସ୍ତ ହେଉଥିଲେ, ସେମାନଙ୍କୁ ନେଇ ଆସୁଥିଲେ ଓ ସମସ୍ତେ ସୁସ୍ଥ ହୋଇ ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମ ସହରର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆರುಜಲೆಮಾತ್ನಾ ಅಜು ಬಾಜುಚ್ಯಾ ಗಾವಾತ್ನಾ ಸಗ್ಳ್ಯಿ ಲೊಕಾ ತಾಂಡೊ ತಾಂಡೊಹೊವ್ನ್ ಯೆಯ್ತ್, ತೆನಿ ರೊಗಾತ್ ಹೊತ್ತ್ಯಾಕ್ನಿ ಅನಿ ಮ್ಹಾರು ಧರಲ್ಲ್ಯಾಕ್ನಿ ಉಕ್ಲುನ್ ಘೆವ್ನ್ ಯೆಯ್ತ್ ತೆಂಕಾ ಸಗ್ಳ್ಯಾಕ್ನಿ ಗುನ್ ಹೊಲೆ.