Acts 5:19 — Compare Translations
7 translations compared side by side
Odia - 1840
"କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତି ରେ ସହେି କାରାଗାରର କବାଟ ଖାଲିେ ସମାନଙ୍କେୁ ବାହାର କରି ଦେଲେ ଓ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରଭୁଙ୍କର ଜଣେ ଦୂତ, ରାତ୍ରିକାଳରେ କାରାଗାରର ଦ୍ଵାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେହି ରାତିରେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ କାରାଗାରର ଦ୍ୱାର ଖୋଲି ଦେଲେ ଓ ପ୍ରେରିତ ଶିଷ୍ୟମାନଙ୍କୁ ମୁକୁଳାଇ ସେମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତିରେ ସେହି କାରାଗାରର କବାଟ ଖୋଲି ସେମାନଙ୍କୁ ବାହାର କରିଦେଲେ ଓ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತ್ಯಾ ದಿಸಾ ರಾಚ್ಚೆ ಧನಿಯಾಚ್ಯಾ ದುತಾನ್ ಬಂದಿಖಾನ್ಯಾಚಿ ದಾರಾ ಉಗಡ್ಲ್ಯಾನ್ ಅನಿ ಅಪೊಸ್ತಲಾಕ್ನಿ ಭಾಯ್ರ್ ಬಲ್ವುನ್ ಹಾನುನ್ ತೆಂಕಾ,