Acts 5:2 — Compare Translations

7 translations compared side by side

Odia - 1840
"ସେ ତା' ସ୍ତ୍ରୀକୁ ଜଣାଇ ତା'ର ସମ୍ମତି ରେ ଏହି ସମ୍ପତ୍ତି ବିକ୍ରୀର କିଛି ଟଙ୍କା ନିଜ ପାଖ ରେ ରଖିଲା ଓ ବାକି ଟଙ୍କା ଆଣି ପ୍ ରରେିତମାନଙ୍କ ଚରଣ ରେ ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସ୍ତ୍ରୀର ସମ୍ପତ୍ତି ନେଇ ହନନୀୟ ବିକ୍ରୀଲବ୍ଧ ଧନର କିଛି ଅଂଶ ନିଜ ପାଇଁ ରଖି, ବଳକାତକ ପ୍ରେରିତ ଶିଷ୍ୟମାନଙ୍କୁ ଦେଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ତା’ ସ୍ତ୍ରୀକୁ ଜଣାଇ ତା’ର ସମ୍ମତିରେ ଏହି ସମ୍ପତ୍ତି ବିକ୍ରୀର କିଛି ଟଙ୍କା ନିଜ ପାଖରେ ରଖିଲା ଓ ବାକି ଟଙ୍କା ଆଣି ପ୍ରେରିତମାନଙ୍କ ଚରଣରେ ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಗಾವಲ್ಲ್ಯಾ ಪೈಸ್ಯಾತ್ ಅಪೊಸ್ತಲಾಕ್ನಿ ದಿತಾನಾ ಉಲ್ಲೆ ಪೈಸೆ ಅಪ್ನಾ ಸಾಟ್ನಿ ಮನುನ್ ನಿಪ್ವುನ್ ಥವ್ನ್ ಘೆಟಲ್ಯಾನಿ ಹೆ ತೆಜಾ ಬಾಯ್ಕೊ ಬಿ ಗೊತ್ತ್ ಅನಿ ತೆನಿ ಬಿ ಹೆಕಾ ಒಪ್ಕಿ ದಿಲ್ಲಿನ್.