Acts 5:20 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ମନ୍ଦିରକୁ ଯାଇ, ଠିଆ ହୁଅ ଓ ଲୋକମାନଙ୍କୁ ପ୍ରଭୁ ଯୀଶୁଙ୍କ ଦତ୍ତ ଏହି ନୂତନ ଜୀବନ ବିଷୟ ରେ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ଵନ୍ଧୀୟ ସମସ୍ତ କଥା କୁହ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯାଅ, ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଏହି ନୂଆ ଜୀବନ ବିଷୟରେ ସମସ୍ତ କଥା କୁହ।”
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ମନ୍ଦିରକୁ ଯାଇ, ଠିଆ ହୁଅ ଓ ଲୋକମାନଙ୍କୁ ପ୍ରଭୁ ଯୀଶୁଙ୍କ ଦତ୍ତ ଏହି ନୂତନ ଜୀବନ ବିଷୟରେ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।
Odia IRV 2017 (ଓଡିଆ ବାଇବେଲ)
"ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಜಾವ್ನ್ ಗುಡಿತ್ ಇಬೆ ರ್ಹಾವಾ, ಅನಿ ನ್ಹವ್ಯಾ ಜಿವನಾಚ್ಯಾ ವಿಶಯಾತ್ ಹರ್ ಎಕ್ಲ್ಯಾಕ್ನಿಬಿ ಸಾಂಗಾ” ಮಟ್ಲ್ಯಾನ್.