Acts 5:21 — Compare Translations

7 translations compared side by side

Odia - 1840
"ଏହାଶୁଣି ପ୍ ରରେିତମାନେ ସକାଳୁ ମନ୍ଦିରକୁ ଯାଇ ଲୋକମାନଙ୍କୁ ଉପଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରିତ ଶିଷ୍ୟମାନେ ତାଙ୍କ କଥା ମାନି ଉଷା କାଳରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ପ୍ରଧାନ ଯାଜକ ଓ ତାଙ୍କ ସହକର୍ମୀମାନେ ମହାସଭାର ଏକ ପୂର୍ଣ୍ଣ ବୈଠକ ପାଇଁ ସମସ୍ତ ଇହୁଦୀ ନେତାମାନଙ୍କୁ ଡକାଇ ଆଣିଲେ ଏବଂ ତା’ପରେ ପ୍ରେରିତ ଶିଷ୍ୟମାନଙ୍କୁ ସେହି ସଭାରେ ଉପସ୍ଥିତ କରାଇବା ପାଇଁ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣି ପ୍ରେରିତମାନେ ସକାଳୁ ମନ୍ଦିରକୁ ଯାଇ ଲୋକମାନଙ୍କୁ ଉପଦେଶ ଦେଲେ। ଏହି ସମୟରେ ମହାଯାଜକ ଓ ତାହାଙ୍କର ବନ୍ଧୁମାନେ ସେହି ମନ୍ଦିରର ଅନ୍ୟ ପାଖରେ ପହଞ୍ଚି ଇସ୍ରାଏଲର ବିଶିଷ୍ଟ ଲୋକମାନଙ୍କର ଏକ ସଭା ଡାକିଲେ। ସେମାନେ ପ୍ରେରିତମାନଙ୍କୁ କାରାଗାରରୁ ଆଣିବା ପାଇଁ କିଛି ଲୋକଙ୍କୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ತೆನಿ ದುಸ್ರ್ಯಾಂದಿಸಿ ಸಕ್ಕಾಳಿ ದೆವಾಚ್ಯಾ ಗುಡಿತ್ ಜಾವ್ನ್ ಶಿಕಾಪ್ ಕರುಕ್ ಲಾಗ್ಲೆ. ತೆನಿ ಜುದೆವಾಂಚಿ ಮುಖಂಡಾ ಅನಿ ಇಸ್ರಾಯೆಲಾತ್ಲ್ಯಾ ಪ್ರಮುಖ್ ಹೊತ್ತ್ಯಾ ಲೊಕಾಕ್ನಿ ಘೆವ್ನ್ ನ್ಯಾಯ್ ಕರ್‍ತಲೊ ತಾಂಡೊ ಮಿಳ್ವುಲ್ಯಾನಿ ತೆಚ್ಯಾ ಮಾನಾ ಅಪೊಸ್ತಲಾಕ್ನಿ ಅಪ್ಲ್ಯಾ ಜಗ್ಗೊಳ್ ಬಲ್ವುನ್ ಹಾನುಕ್ ಮನುನ್ ಥೊಡ್ಯಾ ಲೊಕಾಕ್ನಿ ಬಂಧಿಖಾನ್ಯಾಕ್ಡೆ ಧಾಡ್ಲ್ಯಾನಿ.