Acts 5:24 — Compare Translations
7 translations compared side by side
Odia - 1840
"ଏକଥା ଶୁଣି ମନ୍ଦିରର ସନୋପତି ଓ ମହାୟାଜକ ବିବ୍ରତ ହାଇପେଡ଼ିଲେ ଓ ଏହାର ପରିଣାମ କ'ଣ ହବେ, ଏହା ଭାବି ସମସ୍ତେ ହତବୁଦ୍ଧି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ହତବୁଦ୍ଧି ହେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକଥା ଶୁଣି ପ୍ରଧାନ ଯାଜକ ଓ ମନ୍ଦିର ପ୍ରହରୀମାନଙ୍କ ଦାୟିତ୍ୱରେ ଥିବା କର୍ମଚାରୀ ସ୍ତମ୍ଭୀଭୂତ ହେଲେ। ପ୍ରେରିତ ଶିଷ୍ୟମାନଙ୍କ ପ୍ରତି କଅଣ ଘଟିଛି, ସେମାନେ ବୁଝିପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା ଶୁଣି ମନ୍ଦିରର ସେନାପତି ଓ ମହାଯାଜକ ବିବ୍ରତ ହୋଇପଡ଼ିଲେ ଓ “ଏହାର ପରିଣାମ କ’ଣ ହେବ, ଏହା ଭାବି ସମସ୍ତେ ହତବୁଦ୍ଧି ହେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କ'ଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗುಡಿಚ್ಯಾ ರಾಕ್ವಾಲ್ಯಾಂಚೊ ಮುಖಂಡ್ ಅನಿ ಮುಖ್ಯ್ ಯಾಜಕಾ ಹೆ ಆಯ್ಕಲ್ಯಾ ಮಾನಾ ಅಪೊಸ್ತಲಾಕ್ನಿ ಕಾಯ್ ಹೊವ್ಕ್ ಫಿರೆ ಮನುನ್ ಅಜಾಪ್ ಹೊಲ್ಲ್ಯಾನಿ.