Acts 5:25 — Compare Translations

7 translations compared side by side

Odia - 1840
"ଠିକ୍ ସହେି ସମୟରେ ଜଣେ ଆସି ସମାନଙ୍କେୁ କହିଲା, ତୁମ୍ଭମାନେେ ଯେଉଁମାନଙ୍କୁ କାରାଗାର ରେ ବନ୍ଦୀକରି ରଖିଥିଲ ସମାନେେ ମନ୍ଦର ରେ ଠିଆ ହାଇେ ଲୋକମାନଙ୍କୁ ଉପଦେଶ ଦେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସମୟରେ ଜଣେ ଲୋକ ଆସି ସେମାନଙ୍କୁ ସମ୍ଵାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଜଣେ ଲୋକ ଆସି କହିଲା, “ଦେଖନ୍ତୁ! ଯେଉଁ ଲୋକମାନଙ୍କୁ ଆପଣମାନେ କାରାଗାରରେ ପକାଇଥିଲେ, ସେମାନେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହି ସମୟରେ ଜଣେ ଆସି ସେମାନଙ୍କୁ କହିଲା, “ତୁମ୍ଭେମାନେ ଯେଉଁମାନଙ୍କୁ କାରାଗାରରେ ବନ୍ଦୀକରି ରଖିଥିଲ ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଉପଦେଶ ଦେଉଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಅನಿ ಎಕ್ಲ್ಯಾನ್ ಯೆವ್ನ್ ತೆಂಕಾ, “ಆಯ್ಕಾ! ತುಮಿ ಬಂದಿಖಾನ್ಯಾತ್ ಘಾಟಲ್ಲಿ ಮಾನ್ಸಾ ಗುಡಿತ್ ಇಬೆ ರಾವ್ನ್ ಲೊಕಾಕ್ನಿ ಶಿಕ್ವುಲಾತ್” ಮನುನ್ ಸಾಂಗಲ್ಯಾನ್.