Acts 5:26 — Compare Translations
7 translations compared side by side
Odia - 1840
"ତେଣୁ ସନୋପତି ସହେି ଲୋକମାନଙ୍କୁ ସାଙ୍ଗ ରେ ନଇେ ପ୍ ରରେିତମାନଙ୍କୁ ନଇେ ଆସିଲେ। ସମାନେେ ପ୍ ରରେିତମାନଙ୍କୁ ଜାରେ ଜବରଦସ୍ତି କରି ଆଣିଲେ ନାହିଁ କାରଣ ସମାନେେ ଭୟ କଲେ, ଯଦି ସମାନେେ ଏପରି କରିବେ, ତବେେ ଲୋକମାନେ ହୁଏତ ସମାନଙ୍କେୁ ପଥର ଫୋପାଡ଼ିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନ୍ଦିର କର୍ମଚାରୀ ପ୍ରହରୀମାନଙ୍କ ସହିତ ଯାଇ ପ୍ରେରିତ ଶିଷ୍ୟମାନଙ୍କୁ ଆଉ ଥରେ ନେଇ ଆସିଲେ। ସେମାନେ କୌଣସି ପ୍ରକାର ବଳ ପ୍ରୟୋଗ କଲେ ନାହିଁ, କାରଣ ସେମାନଙ୍କର ଭୟ ଥିଲା ଯେ ଲୋକମାନେ ସେମାନଙ୍କ ଉପରକୁ ପଥର ଫୋପାଡ଼ିବେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେନାପତି ସେହି ଲୋକମାନଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କୁ ନେଇ ଆସିଲେ। ସେମାନେ ପ୍ରେରିତମାନଙ୍କୁ ଜୋର୍ଜବରଦସ୍ତି କରି ଆଣିଲେ ନାହିଁ କାରଣ ସେମାନେ ଭୟ କଲେ, ଯଦି ସେମାନେ ଏପରି କରିବେ, ତେବେ ଲୋକମାନେ ହୁଏତ ସେମାନଙ୍କୁ ପଥର ଫୋପାଡ଼ିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ,ଏହା ଭୟ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅಧಿಕಾರಿನಿ ಅನಿ ಲೊಕಾನಿ ಜಾವ್ನ್ ಅಪೊಸ್ತಲಾಕ್ನಿ ಬಲ್ವುನ್ ಹಾನ್ಲ್ಯಾನಿ, ಖರೆ ಸೈನಿಕಾನಿ ವತ್ತಾಯ್ ಕರುಕ್ ನಾತ್ ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಲೊಕಾಕ್ನಿ ಭಿಂವ್ಲ್ಲ್ಯಾನಿ ಲೊಕಾಕ್ನಿ ರಾಗ್ ಯೆವ್ನ್ ಗುಂಡೆ ಮಾರುನ್ ಅಪ್ನಾಕ್ನಿ ಜಿಂವ್ ಕಾಡ್ತಿಲ್ ಮನುನ್ ಭಿಂವ್ಲ್ಯಾನಿ.