Acts 5:27 — Compare Translations

7 translations compared side by side

Odia - 1840
"ସମାନେେ ପ୍ ରରେିତମାନଙ୍କୁ ଭିତରକୁ ଆଣି ମହାସଭା ରେ ଉପସ୍ଥିତ କରାଇଲେ। ତା'ପରେ ମହାୟାଜକ ସମାନଙ୍କେୁ ପଚ଼ାରିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ । ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପ୍ରେରିତ ଶିଷ୍ୟମାନଙ୍କୁ ଭିତରକୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ ଓ ମହାଯାଜକ ସେମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରେରିତମାନଙ୍କୁ ଭିତରକୁ ଆଣି ମହାସଭାରେ ଉପସ୍ଥିତ କରାଇଲେ। ତା’ପରେ ମହାଯାଜକ ସେମାନଙ୍କୁ ପଗ୍ଭରିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ। ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ । ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪೊಸ್ತಲಾಕ್ನಿ ತಾಂಡ್ಯಾಚ್ಯಾ ಜಗ್ಗೊಳ್ ಬಲ್ವುನ್ ಹಾನುನ್ ಜುದೆವಾಂಚ್ಯಾ ಮುಖಂಡಾಚ್ಯಾ ಫಿಡ್ಯಾತ್ ಇಬೆ ಕರ್‍ಲ್ಯಾನಿ ಮಹಾ ಯಾಜಕಾನಿ ಅಪೊಸ್ತಲಾಕ್ನಿ,