Acts 5:28 — Compare Translations

7 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କୁ ଯୀଶୁଙ୍କ ନାମ ରେ ଶିକ୍ଷା ନ ଦବୋପାଇଁ କଠାେର ଆଦେଶ ଦଇେଥିଲୁ କିନ୍ତୁ ତୁମ୍ଭମାନେେ ନିଜନିଜ ଶିକ୍ଷା ଦ୍ବାରା ୟିରୂଶାଲମକୁ ପୂର୍ଣ୍ଣ କରି ଦଇେଛ। ତୁମ୍ଭମାନେେ ଏ ଲୋକର ମୃତ୍ଯୁ ଦୋଷ ଆମ୍ଭମାନଙ୍କ ଉପରେ ଲଦି ଦବୋପାଇଁ ଚ଼ାହୁଁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂଶାଲମ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଏହି ଲୋକ ନାମରେ କୌଣସି ଶିକ୍ଷା ନ ଦେବା ପାଇଁ ଆମେ କଡ଼ା ଆଦେଶ ଦେଇଥିଲୁ, କିନ୍ତୁ ଦେଖ, ତୁମ୍ଭେମାନେ କ’ଣ କରିଛ! ଯିରୂଶାଲମର ଚାରିଆଡ଼େ ତୁମେ ଏହି ଶିକ୍ଷା ପ୍ରସାର କରିଛ ଓ ତାଙ୍କର ମୃତ୍ୟୁ ପାଇଁ ତୁମ୍ଭେମାନେ ଆମ୍ଭମାନଙ୍କୁ ଦାୟୀ କରିବାକୁ ଚେଷ୍ଟା କରିଛ!”
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ତୁମ୍ଭମାନଙ୍କୁ ଯୀଶୁଙ୍କ ନାମରେ ଶିକ୍ଷା ନ ଦେବା ପାଇଁ କଠୋର ଆଦେଶ ଦେଇଥିଲୁ କିନ୍ତୁ ତୁମ୍ଭେମାନେ ନିଜ ନିଜ ଶିକ୍ଷା ଦ୍ୱାରା ଯିରୁଶାଲମକୁ ପୂର୍ଣ୍ଣ କରି ଦେଇଛ। ତୁମ୍ଭେମାନେ ଏ ଲୋକର ମୃତ୍ୟୁ ଦୋଷ ଆମ୍ଭମାନଙ୍କ ଉପରେ ଲଦି ଦେବା ପାଇଁ ଗ୍ଭହୁଁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ସମସ୍ତ ଯିରୂଶାଲମ ସହରରେ ଆପଣା ଶିକ୍ଷାରେ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।
Odia IRV 2017 (ଓଡିଆ ବାଇବେଲ)
"ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಹ್ಯಾ ಮಾನ್ಸಾಚ್ಯಾ ವಿಶಯಾತ್ ಶಿಕಾಪ್ ಶಿಕ್ವುನಕಾಸಿ ಮನುನ್ ತುಮ್ಕಾ ಸಾಂಗ್ಲ್ಯಾಂವ್, ಖರೆ ತುಮಿ ಕಾಯ್ ಕರ್ಲ್ಯಾಸಿ? ಜೆರುಜಲೆಮಾತ್ ತುಮ್ಚ್ಯಾ ಶಿಕಾಪಾನಿಚ್ ಭರ್ಲ್ಯಾಸಿ, ಜೆಜುಚ್ಯಾ ಮರ್‍ನಾಚಿ ಜವಾಬ್ದಾರಿ ಅಮ್ಚ್ಯಾ ವೈರ್ ಘಾಲುಕ್ ಬಗುಲ್ಯಾಸಿ” ಮಟ್ಲ್ಯಾನಿ.