Acts 5:29 — Compare Translations

7 translations compared side by side

Odia - 1840
"ପିତର ଓ ଅନ୍ୟ ପ୍ ରରେିତମାନେ ଉତ୍ତର ଦେଲେ, ଆମ୍ଭମାନେେ ମନୁଷ୍ଯମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ବରଙ୍କ ଆଜ୍ଞା ନିଶ୍ଚୟ ମାନିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ବରଂ ଈଶ୍ଵରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଓ ଅନ୍ୟ ଶିଷ୍ୟମାନେ ଉତ୍ତର ଦେଲେ, “ଆମେ ଈଶ୍ୱରଙ୍କୁ ମାନିବୁ, ମନୁଷ୍ୟକୁ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, “ଆମ୍ଭେମାନେ ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ୱରଙ୍କ ଆଜ୍ଞା ନିଶ୍ଚୟ ମାନିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್ ಅನಿ ಹುರಲ್ಲ್ಯಾ ಅಪೊಸ್ತಲಾನಿ ಉತ್ತರ್ ದಿಲ್ಯಾನ್ ಅಮಿ ದೆವಾಕ್ ಮಾನುನ್ ಘೆತಾಂವ್ ಖರೆ ಮಾನ್ಸಾಕ್ನಿ ನ್ಹಯ್ ಮಟ್ಲ್ಯಾನ್!