Acts 5:3 — Compare Translations

7 translations compared side by side

Odia - 1840
"ଏହା ଦେଖି ପିତର କହିଲେ, ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦଲେ? ତୁମ୍ଭେ ମିଛ କହିଲ, ପବିତ୍ର ଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସହେି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଚାଇ ରଖିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ତାକୁ କହିଲେ, “ହନନୀୟ, ତୁମେ କାହିଁକି ଶୟତାନର ବଶୀଭୂତ ହୋଇ ଜମି ବିକ୍ରୀ କରି ପାଇଥିବା ଟଙ୍କାର କିଛି ପରିମାଣ ନିଜ ପାଇଁ ରଖି ପବିତ୍ରଆତ୍ମାଙ୍କ ସମ୍ମୁଖରେ ମିଥ୍ୟା କହିଲ? ସମ୍ପତ୍ତି ବିକ୍ରୟ କରିବା ପୂର୍ବରୁ ତାହା ତୁମର ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦେଖି ପିତର କହିଲେ, “ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦେଲ? ତୁମ୍ଭେ ମିଛ କହିଲ, ପବିତ୍ରଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସେହି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଗ୍ଭଇ ରଖିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್ ತೆಕಾ ಅನನಿಯಾಕ್, ತುಜೆ ಸೆತ್ ಇಕುನ್ ಗಾವಾಲ್ಯಾ ಪೈಸಾತ್ ನಿಪ್ವುನ್ ಥವ್ನ್ ಘೆವ್ನ್ ಪವಿತ್ರ್ ಆತ್ಮ್ಯಾಕ್ ಮೊಸ್ ಕರ್ತೆ ಕಾಯ್ ಅನಿ ತುಜ್ಯಾ ಮನಾತ್ ಸೈತಾನಾಕ್ ಜಾಗೊ ದಿವಲ್ಲೆ ನ್ಹಯ್ ಮನುನ್ ಸಾಂಗ್ಲ್ಯಾನ್.