Acts 5:30 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଯେଉଁ ଯୀଶୁଙ୍କୁ କୃଶ ରେ ଝୁଲଇେ ହତ୍ଯା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ବର ମୃତ୍ଯୁରୁ ଉଠାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର ତାହାଙ୍କୁ ଉଠାଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଯୀଶୁଙ୍କୁ କ୍ରୁଶରେ କଣ୍ଟକବିଦ୍ଧ କରି ମାରି ଦେବା ପରେ, ଆମ ପୂର୍ବପୁରୁଷମାନଙ୍କର ଈଶ୍ୱର, ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେଉଁ ଯୀଶୁଙ୍କୁ କ୍ରୁଶରେ ଝୁଲେଇ ହତ୍ୟା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ୱର ମୃତ୍ୟୁରୁ ଉଠାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಜೆಜುಕ್ ಜಿವಾನಿ ಮಾರ್ಲ್ಯಾಸಿ ತುಮಿ ತೆಕಾ ಕುರ್ಸಾರ್ ಮಾರುನ್ ಜಿಂವ್ ಕಾಡ್ಲ್ಯಾಸಿ, ಖರೆ ದೆವಾನ್ ಮಟ್ಲ್ಯಾರ್ ಅಮ್ಚ್ಯಾ, ವಾಡ್ ವಡ್ಲಾಂಚ್ಯಾ ದೆವಾನುಚ್ ಜೆಜುಕ್ ಮರಲ್ಯಾಕ್ನಾ ಝಿತ್ತೊ ಹೊವ್ನ್ ಉಟ್ವುಲ್ಯಾನ್!,