Acts 5:31 — Compare Translations

7 translations compared side by side

Odia - 1840
"ପରମେଶ୍ବର ଇଶ୍ରାୟେଲର ଲୋକମାନଙ୍କ ହୃଦୟ ଓ ଜୀବନ ପରିବର୍ତ୍ତନ କରିବା ପାଇଁ ତାହାଙ୍କୁ ନେତା ଓ ଉଦ୍ଧାରକର୍ତ୍ତା କରି ନିଜ ଡ଼ାହାଣ ପଟେ ସ୍ଥାପିତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପକ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ଵର ଆପଣା ଦକ୍ଷିଣ ହସ୍ତ ଦ୍ଵାରା ତାହାଙ୍କୁ ଅଧିପତି ଓ ତ୍ରାଣକର୍ତ୍ତା ସ୍ଵରୂପେ ଉନ୍ନତ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇଶ୍ରାୟେଲର ଲୋକମାନଙ୍କୁ ଅନୁତାପ କରି ପାପ କ୍ଷମା ପାଇବାର ସୁଯୋଗ ଦେବା ପାଇଁ ଈଶ୍ୱର ତାଙ୍କୁ ନେତା ଓ ପରିତ୍ରାଣକର୍ତ୍ତା ରୂପେ ଉଠାଇଛନ୍ତି ଓ ତାଙ୍କର ଦକ୍ଷିଣ ପାଶ୍ୱର୍ରେ ରଖିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲର ଲୋକମାନଙ୍କ ହୃଦୟ ଓ ଜୀବନ ପରିବର୍ତ୍ତନ କରିବା ପାଇଁ ତାହାଙ୍କୁ ନେତା ଓ ଉଦ୍ଧାରକର୍ତ୍ତା କରି ନିଜ ଡାହାଣ ପଟେ ସ୍ଥାପିତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸ್ರಾಯೆಲಾಚಿ ಲೊಕಾ ಪಾಪಾಸಾಟಿ ಮನ್ ಪರ್ತುನ್ ಪಾಪಾಕ್ನಾ ಸುಟ್ಕಾ ಘೆವ್ಕ್ ಸಾಟ್ನಿ ದೆವಾನ್ ತೆಕಾ ಅಮ್ಚೊ ರಾಕ್ನಾರಿ ಅನಿ ಮುಂಖಡ್ ಕರುನ್ ಅಪ್ಲ್ಯಾ ಉಜ್ವ್ಯಾ ಬಾಜುಕ್ ಬಸ್ವುನ್ ಘೆಟ್ಲಾ.