Acts 5:32 — Compare Translations

7 translations compared side by side

Odia - 1840
"ଆମ୍ଭେ ସମସ୍ତେ ଏ ଘଟଣାଗୁଡ଼ିକର ସାକ୍ଷୀ। ପବିତ୍ର ଆତ୍ମା ମଧ୍ଯ ଏ ଘଟଣାଗୁଡ଼ିକର ସାକ୍ଷୀ। ପରମେଶ୍ବର ନିଜର ଆଜ୍ଞା ମାନୁଥିବା ଲୋକମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦଇେଛନ୍ତି। ସମାନେେ ମଧ୍ଯ ଏହାର ସାକ୍ଷୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେମାନେ ଏହିସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ଵର ଆପଣା ଆଜ୍ଞା-ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ ଏ ସମସ୍ତ ବିଷୟର ସାକ୍ଷୀ ଅଟୁ। ପୁଣି ଯେଉଁ ପବିତ୍ରଆତ୍ମାଙ୍କୁ ଈଶ୍ୱର ତାଙ୍କର ଆଜ୍ଞାକାରୀମାନଙ୍କୁ ଦାନ କରିଛନ୍ତି, ସେ ମଧ୍ୟ ଏହାର ସାକ୍ଷୀ।”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତେ ଏ ଘଟଣାଗୁଡ଼ିକର ସାକ୍ଷୀ। ପବିତ୍ରଆତ୍ମା ମଧ୍ୟ ଏ ଘଟଣାଗୁଡ଼ିକର ସାକ୍ଷୀ। ପରମେଶ୍ୱର ନିଜର ଆଜ୍ଞା ମାନୁଥିବା ଲୋକମାନଙ୍କୁ ପବିତ୍ରଆତ୍ମାଙ୍କୁ ଦେଇଛନ୍ତି। ସେମାନେ ମଧ୍ୟ ଏହାର ସାକ୍ଷୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ୱର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಹ್ಯಾ ಸಂಗ್ತಿಯಾಕ್ನಿ ಅಮಿಚ್ ಸಾಕ್ಷಿ, ಅಮಿ ಯವ್ಡೆಚ್ ನ್ಹಯ್, ತೆಕಾ ಮಾನುನ್ ಘೆಟಲ್ಲ್ಯಾ ಲೊಕಾಕ್ನಿ ದೆವಾನ್ ದಿಲ್ಲೊ ಪವಿತ್ರ್ ಆತ್ಮೊಬಿ ಸಾಕ್ಷಿ” ಮಟ್ಲ್ಯಾನ್.