Acts 5:33 — Compare Translations

7 translations compared side by side

Odia - 1840
"ଯିହୂଦୀୟ ନେତାମାନେ ଏକଥା ଶୁଣି ଭୀଷଣ ରାଗିଗଲେ ଓ ପ୍ ରରେିତମାନଙ୍କୁ ହତ୍ଯା କରିବାପାଇଁ ଯୋଜନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା ଶୁଣି ସେମାନେ ମର୍ମାହତ ହେଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମହାସଭାର ସଦସ୍ୟମାନେ ଏହି କଥା ଶୁଣି ଏତେ ଉତ୍ତ୍ୟକ୍ତ ହେଲେ ଯେ, ସେମାନେ ଶିଷ୍ୟମାନଙ୍କୁ ମାରିଦେବା ପାଇଁ ଚାହିଁଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀୟ ନେତାମାନେ ଏ କଥା ଶୁଣି ଭୀଷଣ ରାଗିଗଲେ ଓ ପ୍ରେରିତମାନଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚಿ ಮುಖಂಡಾಕ್ನಿ ಹಿ ಗೊಸ್ಟಿಯಾ ಆಯ್ಕುನ್ ತೆಂಚೊ ರಾಗ್ ಲೈ ಚವ್ತಾಳ್ಲೊ, ಅನಿ ತೆನಿ ಅಪೊಸ್ತಲಾಕ್ನಿ ಜಿವ್ ಕಾಡುಚೆ ಮನುನ್ ಯವ್ಜುನ್ ಘೆಟಲ್ಯಾನಿ.