Acts 5:34 — Compare Translations
7 translations compared side by side
Odia - 1840
"କିନ୍ତୁ ସହେି ସଭା ରେ ଆଇନ ଶିକ୍ଷକ ଗମଲୀଯଲେ ନାମକ ଜଣେ ସମ୍ମାନଜନକ ଫାରୂଶୀ ଠିଆ ହାଇେ ପ୍ ରରେିତମାନଙ୍କୁ କିଛି ସମୟ ପାଇଁ ବାହାରକୁ ୟିବାପାଇଁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥା-ଅଧ୍ୟାପକ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନଙ୍କ ମଧ୍ୟରୁ ଗମଲିଏଲ ନାମକ ଜଣେ ମାନ୍ୟାସ୍ପଦ ଫାରୂଶୀ ଧର୍ମଗୁରୁ ମହାସଭାରେ ଛିଡ଼ା ହୋଇ ପ୍ରେରିତ ଶିଷ୍ୟମାନଙ୍କୁ ବାହାରକୁ ନେଇ ଯିବା ପାଇଁ ନିର୍ଦ୍ଦେଶ ଦେଲେ
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ସଭାରେ ଆଇନ ଶିକ୍ଷକ ଗମଲୀୟେଲ ନାମକ ଜଣେ ସମ୍ମାନଜନକ ଫାରୂଶୀ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ପାଇଁ ବାହାରକୁ ଯିବା ପାଇଁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଗମଲୀୟେଲ୍ ନାମକ ଜଣେ ଫାରୂଶୀ, ଯେ କି ମୋଶାଙ୍କ ବ୍ୟବସ୍ଥା ଶିକ୍ଷକ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಫಾರಿಜೆವಾನಿತ್ಲೊ ಎಕ್ಲೊ ತಾಂಡ್ಯಾತ್ ಉಟುನ್ ಇಬೆ ರ್ಹಾಲೊ ತೆಜೆ ನಾಂವ್ ಗಮಲಿಯೆಲ್, ತೊ ಖಾಯ್ದೆ ಶಿಕ್ವುತಲಿ ಲೊಕಾ ಕರ್ತಲೊ ಮಾನುಸ್ ಹೊಲ್ಲೊ, ಅನಿ ಲೊಕಾ ಸಗ್ಳ್ಯಿ ತೆಕಾ ಮಾನಿತ್ ಥೊಡ್ಯಾ ಎಳಾ ಪತರ್ ಅಪೊಸ್ತಲಾಕ್ನಿ ತಾಂಡ್ಯಾತ್ನಾ ಭಾಯ್ರ್ ಧಾಡುಚೆ ಮನುನ್ ತೆನಿ ಲೊಕಾಕ್ನಿ ಸಾಂಗ್ಲ್ಯಾನ್.