Acts 5:35 — Compare Translations

7 translations compared side by side

Odia - 1840
"ତା'ପରେ ସେ ସମାନଙ୍କେୁ କହିଲେ, ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନେେ ଏହି ଲୋକମାନଙ୍କ ପାଇଁ ଯାହା କରିବାକୁ ଯାଉଛ ସେଥିପାଇଁ ସାବଧାନ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କʼଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେ ବିଷୟରେ ସାବଧାନ ହେଉନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ମହାସଭାର ସଦସ୍ୟମାନଙ୍କୁ କହିଲେ, “ଇଶ୍ରାୟେଲୀୟ ଭାଇମାନେ, ଏହି ଲୋକଙ୍କ ପ୍ରତି ଯାହା କରିବାକୁ ଯାଉଛନ୍ତି, ଟିକିଏ ସାବଧାନ ହୋଇ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସେମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହି ଲୋକମାନଙ୍କ ପାଇଁ ଯାହା କରିବାକୁ ଯାଉଛ ସେଥିପାଇଁ ସାବଧାନ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କଅଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେହି ବିଷୟରେ ସାବଧାନ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କ'ଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେହି ବିଷୟରେ ସାବଧାନ ହେଉନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಇಸ್ರಾಯೆಲಾಂಚ್ಯಾ ಲೊಕಾನು ತುಮಿ ಹೆಂಕಾ ಬುರ್ಶೆ ಕರುಚೆ ಮನುನ್ ಹೊತ್ತ್ಯಾಚಾ ವಿಶಯಾತ್ ಹುಶ್ಯಾರ್ಕಿನ್ ರ್‍ಹಾವಾ!