Acts 5:36 — Compare Translations
7 translations compared side by side
Odia - 1840
"ଏହା ପୂର୍ବରୁ ଥିଉଦା ନାମକ ଜଣେ ଲୋକ ନିଜକୁ ବହୁତ ବଡ଼ ବୋଲି ଭାବୁଥିଲା। ପ୍ରାୟ ଚ଼ାରିଶହ ଲୋକ ତାହାର ଅନୁଗାମୀ ଥିଲେ। କିନ୍ତୁ ତାହାକୁ ମାରିଦିଆଗଲା। ପରେ ତା'ର ସମସ୍ତ ଶିଷ୍ଯମାନେ ଛିନ୍ନଭିନ୍ନ ହାଇେ ପଳାଇଗଲେ। ଏହି ସମସ୍ତର କୌଣସି ଫଳ ହେଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏଥିପୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରିଶହ ଲୋକ ତାʼ ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି ଯେତେ ଲୋକ ତାʼର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହେଲେ ଓ ଅକୃତକାର୍ଯ୍ୟ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆପଣମାନଙ୍କ ମନେଥିବ, କିଛି ସମୟ ପୂର୍ବେ ଥିଉଦା ନିଜକୁ ଜଣେ ମହାପୁରୁଷ ବୋଲି କହିଲା ଓ ପ୍ରାୟ ଚାରିଶହ ଲୋକ ତା’ ସହିତ ଯୋଗ ଦେଇଥିଲେ; କିନ୍ତୁ ସେ ନିହତ ହେଲା, ତା’ର ଅନୁଗାମୀମାନେ ଛିନ୍ନଭିନ୍ନ ହୋଇଗଲେ ଓ ତା’ର ଦଳ ଲୋପ ପାଇଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପୂର୍ବରୁ ଥିଉଦା ନାମକ ଜଣେ ଲୋକ ନିଜକୁ ବହୁତ ବଡ଼ ବୋଲି ଭାବୁଥିଲା। ପ୍ରାୟ ଗ୍ଭରିଶହ ଲୋକ ତାହାର ଅନୁଗାମୀ ଥିଲେ। କିନ୍ତୁ ତାହାକୁ ମାରିଦିଆଗଲା। ପରେ ତା’ର ସମସ୍ତ ଶିଷ୍ୟମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ। ଏହି ସମସ୍ତର କୌଣସି ଫଳ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏଥିପୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରି ଶହ ଲୋକ ତାହା ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ଓ ବିଫଳ ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏଥିପୂୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରି ଶହ ଲୋକ ତାହା ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି, ଯେତେ ଲୋକ ତାହାର ଅନୁସରଣ କଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ଓ ବିଫଳ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಗ್ದಾ ಥೆಯೊದಾಸ್ ಮನ್ತಲ್ಯಾ ನಾವಾಚೊ ಮಾನುಸ್ ಯೆಲ್ಲೆ ತುಮ್ಕಾ ಯಾದ್ ಅಸಿಲ್? ತೆನಿ ಅಪ್ನಾಕುಚ್ ಮೊಟೊ ಮಾನುಸ್ ಮನುನ್ ಘೆಟಲ್ಲ್ಯಾನ್ ಜಗ್ಗೊಳ್-ಜಗ್ಗೊಳ್ ಚಾರ್ಸಿ ಲೊಕಾ ತೆಚ್ಯಾ ವಾಂಗ್ಡಾ ಹೊತ್ತಿ ಹೊಲ್ಯಾರ್ ಬಿ ತೆಕಾ ಮಾರುನ್ ಟಾಕಲ್ಲ್ಯಾನಿ ತೆಚಿ ವಾಂಗ್ಡಿಯಾ ಸಗ್ಳಿ ಪರ್ತುನ್ ಪಳುನ್ ಗೆಲೆ ತೆಂಚೆನ್ ಕಾಯ್ಬಿ ಕರುಕ್ ಹೊವ್ಕ್ ನಾ.