Acts 5:37 — Compare Translations

7 translations compared side by side

Odia - 1840
"ତାହାଙ୍କ ପରେ ଜନଗଣନା ସମୟରେ ଗାଲିଲୀ ଦେଶର ୟିହୂଦା ନାମକ ଜଣେ ବ୍ଯକ୍ତି ବାହାରିଲେ। ସେ ମଧ୍ଯ କେତକେ ଲୋକଙ୍କୁ ନିଜର ଶିଷ୍ଯ କଲେ। କିନ୍ତୁ ତାହାଙ୍କୁ ମଧ୍ଯ ହତ୍ଯା କରାଗଲା। ତାହାଙ୍କରୁ ସମସ୍ତ ଅନୁଗାମୀମାନେ ଛିନ୍ନଭିନ୍ନ ହାଇେ ପଳାଇଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାʼର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଜନଗଣନା ସମୟରେ ଗାଲିଲୀରେ ଯିହୁଦା ନାମକ ଆଉ ଜଣକର ଆବିର୍ଭାବ ହେଲା, ସେ ମଧ୍ୟ ଅନେକଙ୍କୁ ତା’ର ଦଳକୁ ଆକର୍ଷଣ କଲା। କିନ୍ତୁ ସେ ମଧ୍ୟ ନିହତ ହେଲା ଓ ତା’ର ଅନୁଗାମୀମାନେ ଛିନ୍ନଭିନ୍ନ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ପରେ ଜନଗଣନା ସମୟରେ ଗାଲିଲୀ ଦେଶର ଯିହୂଦା ନାମକ ଜଣେ ବ୍ୟକ୍ତି ବାହାରିଲେ। ସେ ମଧ୍ୟ କେତେକ ଲୋକଙ୍କୁ ନିଜର ଶିଷ୍ୟ କଲେ। କିନ୍ତୁ ତାହାଙ୍କୁ ମଧ୍ୟ ହତ୍ୟା କରାଗଲା। ତାହାଙ୍କର ସମସ୍ତ ଅନୁଗାମୀମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପାଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜುದಾಸ್ ಮನ್ತಲೊ ಗಲಿಲಾಯಕ್ನಾ ಯಲೊ ತೊ ಲೊಕಾಂಚ್ಯಾ ಗನತಿಚೊ ಎಳ್ ಹೊಲ್ಲೊ, ತೆನಿ ಬಿ ತೆಚ್ಯಾ ವಾಂಗ್ಡಾ ಜಾತಲ್ಯಾ ಲೊಕಾಂಚೊ ಎಕ್ ತಾಂಡೊಚ್ ತಯಾರ್ ಕರ್‍ಲ್ಯಾನ್ ತೆಕಾಬಿ ಮಾರುನ್ ಟಾಕ್ಲ್ಯಾನಿ ತೆಚ್ಯಾ ವಾಂಗ್ಡಾ ಜಾತಲಿ ಲೊಕಾ ಸಗ್ಳಿ ಫಿರುನ್ ಪಳುನ್ ಗೆಲೆ.