Acts 5:39 — Compare Translations
7 translations compared side by side
Odia - 1840
"କିନ୍ତୁ ଯଦି ଏହା ପରମେଶ୍ବରଙ୍କଠାରୁ ହାଇେଥାଏ, ତବେେ ତୁମ୍ଭମାନେେ ସମାନଙ୍କେ କାମ ବନ୍ଦ କରିପାରିବନାହିଁ। ତୁମ୍ଭମାନେେ ନିଜକୁ ପରମେଶ୍ବରଙ୍କ ବିରୁଦ୍ଧ ରେ ଲଢ଼ିବାର ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ତାହା ଈଶ୍ଵରଙ୍କଠାରୁ ହୋଇଥାଏ, ତାʼହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ଵରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତେବେ ସେମାନଙ୍କୁ ଦମନ କରିବା ଆପଣମାନଙ୍କ ସାଧ୍ୟ ନୁହେଁ। ହୁଏତ ଦେଖାଯିବ ଯେ ଆପଣମାନେ ଈଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କରିଛନ୍ତି।” ମହାସଭା ଗମଲିଏଲଙ୍କର ପରାମର୍ଶ ଗ୍ରହଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ଏହା ପରମେଶ୍ୱରଙ୍କଠାରୁ ହୋଇଥାଏ, ତେବେ ତୁମ୍ଭେମାନେ ସେମାନଙ୍କ କାମ ବନ୍ଦ କରି ପାରିବ ନାହିଁ। ତୁମ୍ଭେମାନେ ନିଜକୁ ପରମେଶ୍ୱରଙ୍କ ବିରୁଦ୍ଧରେ ଲଢ଼ିବାର ଦେଖିବ।” ସେମାନେ ତାହାଙ୍କ ଉପଦେଶ ମାନିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ତାହା ଈଶ୍ବରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತಿ ಯವ್ಜನ್ ದೆವಾಕ್ನಾ ಯೆಲ್ಲಿ ಹೊಲ್ಯಾರ್ ತುಮಿ ತೆಂಕಾ ಅಡ್ಕಳ್ ಕರುಕ್ ಹೊಯ್ನಾ ತುಮಿ ದೆವಾಕುಚ್ ವಿರೊಧ್ ಹೊವ್ನ್ ಝಗ್ಡೊ ಕರ್ಲೆ ಸಾರ್ಕೆ ಹೊತಾ! ಮನುನ್ ಸಾಂಗಲ್ಯಾನ್ ತನ್ನಾ ಗಮಲಿಯೆಲಾಚ್ಯಾ ಸಲಹಾಕ್ನಿ ಜುದೆವಾಂಚ್ಯಾ ಮುಖಂಡಾನಿ ಒಪ್ಪುನ್ ಘೆಟ್ಲ್ಯಾನಿ.