Acts 5:4 — Compare Translations
7 translations compared side by side
Odia - 1840
"ସେ ସମ୍ପତ୍ତି କ'ଣ ବିକ୍ରୀ ପୂର୍ବରୁ ତୁମ୍ଭର ନଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ଯ କ'ଣ ତୁମ୍ଭ ଅଧିକାର ରେ ନଥିଲା? ତବେେ ତୁମ୍ଭେ ମନ ଭିତ ରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ବାରା ତୁମ୍ଭେ ମନୁଷ୍ଯମାନଙ୍କ ଆଗ ରେ ମିଥ୍ଯା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ବରଙ୍କୁ ମିଥ୍ଯା କହିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିକ୍ରୟ ନ ହେବା ପୂର୍ବେ ତାହା କʼଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ନିକଟରେ ମିଥ୍ୟା କହିଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିକ୍ରୀ କରିବା ପରେ ମଧ୍ୟ ତାହା କ’ଣ ତୁମର ନ ଥିଲା? ତେବେ ତୁମେ କାହିଁକି ଏପ୍ରକାର କାର୍ଯ୍ୟ କରିବାକୁ ସ୍ଥିର କଲ? ତୁମେ ଲୋକମାନଙ୍କୁ ପ୍ରତାରଣା କରି ନାହଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଛ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ସମ୍ପତ୍ତି କ’ଣ ବିକ୍ରୀ ପୂର୍ବରୁ ତୁମ୍ଭର ନ ଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ୟ କ’ଣ ତୁମ୍ଭ ଅଧିକାରରେ ନ ଥିଲା? ତେବେ ତୁମ୍ଭେ ମନ ଭିତରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ୱାରା ତୁମ୍ଭେ ମନୁଷ୍ୟମାନଙ୍କ ଆଗରେ ମିଥ୍ୟା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ୱରଙ୍କୁ ମିଥ୍ୟା କହିଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିକ୍ରୟ ହେବା ପୂର୍ବେ ତାହା କଅଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ନିକଟରେ ମିଥ୍ୟା କହିଲ।
Odia IRV 2017 (ଓଡିଆ ବାଇବେଲ)
ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ದಿ ಹಿ ಆಸ್ತಿ ತುಜ್ಯಾ ನಾವಾರ್ ಹೊತ್ತೆ ನ್ಹಯ್?, ಅನಿ ತಿ ಆಸ್ತಿ ಅಶೆ ಇಕುನ್ ಗಾವಲ್ಲೆ ಪೈಸೆ ತುಜೆಚ್ ಹೊಲ್ಲೆ ಹೊತ್ತೆ ತುಜ್ಯಾ ಮನಾತ್ ಅಶೆ ಕಶ್ಯಾಕ್ ಯೆವ್ಜಲೈ? ತಿಯಾ ಮಾನ್ಸಾಕ್ ಝುಟೆ ಸಾಂಗುಕ್ ನ್ಹಯ್ ದೆವಾಕುಚ್ ಝುಟೆ ಸಾಂಗ್ಲಯ್.