Acts 5:40 — Compare Translations

7 translations compared side by side

Odia - 1840
"ସମାନେେ ପ୍ ରରେିତମାନଙ୍କୁ ଭିତରକୁ ଡ଼ାକି ନଇେ ପ୍ରହାର କଲେ। ସମାନଙ୍କେୁ ଯୀଶୁଙ୍କ ନାମ ରେ କିଛି ନ କହିବା ପାଇଁ ଆଦେଶ ଦେଲେ। ତା'ପରେ ସମାନଙ୍କେୁ ଛାଡ଼ି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାଙ୍କ କଥାରେ ସମ୍ମତ ହେଲେ, ପୁଣି ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପ୍ରେରିତ ଶିଷ୍ୟମାନଙ୍କୁ ଭିତରକୁ ଡାକି, ସେମାନଙ୍କୁ ଚାବୁକ ପ୍ରହାର କରାଇଲେ ଏବଂ ଯୀଶୁଙ୍କ ନାମରେ କୌଣସି କଥା ନ କହିବାକୁ ଆଦେଶ ଦେଇ ଛାଡ଼ି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକି ନେଇ ପ୍ରହାର କଲେ। ସେମାନଙ୍କୁ ଯୀଶୁଙ୍କ ନାମରେ କିଛି ନ କହିବା ପାଇଁ ଆଦେଶ ଦେଲେ। ତା’ପରେ ସେମାନଙ୍କୁ ଛାଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪೊಸ್ತಲಾಕ್ನಿ ಭುತ್ತುರ್ ಬಲ್ವುನ್, ಮಾರುನ್, ಜೆಜುಚ್ಯಾ ನಾಂವಾಚ್ಯಾ ವಿಶಯಾತ್ ತುಮಿ ಸಾಂಗುಚೆ ನ್ಹಯ್ ಮನುನ್ ಹುಶ್ಯಾರ್ಕಿ ದಿವ್ನ್ ಧಾಡ್ಲ್ಯಾನಿ.