Acts 5:41 — Compare Translations
7 translations compared side by side
Odia - 1840
"ପ୍ ରରେିତମାନେ ମହାସଭା ଛାଡ଼ି ଚ଼ାଲିଗଲେ। ସମାନେେ ଖୁସି ହେଲେ ଯେ, ସମାନଙ୍କେୁ ଯୀଶୁଙ୍କ ନାମ ରେ ଅପମାନ ସହିବାକୁ ୟୋଗ୍ଯ ବିବଚେିତ କରାଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରିତ ଶିଷ୍ୟମାନେ ଆନନ୍ଦରେ ମହାସଭାରୁ ପ୍ରସ୍ଥାନ କଲେ, କାରଣ ଈଶ୍ୱରଙ୍କ ଦୃଷ୍ଟିରେ ସେମାନେ ଯୀଶୁଙ୍କ ନିମନ୍ତେ ଅପମାନ ଭୋଗ କରିବାକୁ ଯୋଗ୍ୟ ବିବେଚିତ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಅಪೊಸ್ತಲಾ ನ್ಯಾಯ್ ಕರ್ತಲ್ಯಾ ಸಭೆತ್ನಾ ಬಾಯ್ರ್ ಗೆಲೆ ಜೆಜುಚ್ಯಾ ನಾಂವಾ ಸಾಟ್ನಿ ಅವಮಾನ್ ಕರುನ್ ಘೆವ್ಕ್ ಅಮಿಬಿ ಸಕ್ತಾಂವ್ ಮನುನ್ ಕುಶಿ ಹೊಲ್ಯಾನಿ.