Acts 5:42 — Compare Translations

7 translations compared side by side

Odia - 1840
"ପ୍ ରରେିତମାନେ ପ୍ରତିଦିନ ମନ୍ଦିର ରେ ଓ ଘ ରେ ଘ ରେ ଏହି ସୁସମାଚ଼ାର ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ସମାନେେ ପ୍ରଚାର କାର୍ୟ୍ଯ ଆଦୌ ବନ୍ଦ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାରୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାରୁ କ୍ଷା; ହେଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେମାନେ ପ୍ରତିଦିନ ମନ୍ଦିରରେ ଓ ଲୋକମାନଙ୍କ ଗୃହରେ ମସୀହ ଯୀଶୁଙ୍କ ବିଷୟରେ ଶୁଭବାର୍ତ୍ତା ପ୍ରଚାର କଲେ ଓ ଶିକ୍ଷା ଦେବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଏହି ସୁସମାଗ୍ଭର ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ସେମାନେ ପ୍ରଗ୍ଭର କାର୍ଯ୍ୟ ଆଦୌ ବନ୍ଦ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ,ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಲೊಕಾಕ್ನಿ ಶಿಕ್ವುತಲೆ ಬಂದ್ ಕರುಕ್ನಾತ್, ಜೆಜುಚ್ ಕ್ರಿಸ್ತ್ ಮನ್ತತ್ಲಿ ಬರಿ ಖಬರ್ ಲೊಕಾಕ್ನಿ ಸಾಂಗುಲಾಲೆ ತೆನಿ ಹರ್ ಎಕ್ ದಿಸಾಬಿ ಗುಡಿತ್ನಿ, ಅನಿ ಲೊಕಾಂಚ್ಯಾ ಘರಾತ್ನಿ ಶಿಕಾಪ್ ಕರಿತ್ ಹೊತ್ತೆ.