Acts 5:6 — Compare Translations

7 translations compared side by side

Odia - 1840
"ତା'ପରେ ୟୁବକମାନେ ତାହାକୁ ଲୁଗା ରେ ଗୁଡ଼ଇେ ନଇେ ବାହାରକୁ ଚ଼ାଲିଗଲେ ଓ କବର ଦଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦଳର ଯୁବକମାନେ ହନନୀୟର ମୃତ ଦେହକୁ ଲୁଗାରେ ଗୁଡ଼ାଇ ବାହାରକୁ ନେଇଗଲେ ଓ ସମାଧିସ୍ଥ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୁବକମାନେ ତାହାକୁ ଲୁଗାରେ ଗୁଡ଼େଇ ନେଇ ବାହାରକୁ ଗ୍ଭଲିଗଲେ ଓ କବର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೊಡಿ ದಾಂಡ್ಗಿ ಮಾನ್ಸಾ ಯೆವ್ನ್ ತೆಜೆ ಮಡೆ ಪಾಳಿತ್ ಲಪ್ಟುನ್ ಉಕ್ಲುನ್ ನೆವ್ನ್ ಮಾಟಿ ದಿಲ್ಯಾನಿ.