Acts 5:9 — Compare Translations
7 translations compared side by side
Odia - 1840
"ତା'ପରେ ପିତର କହିଲେ, ତୁମ୍ଭମାନେେ ଦୁ ହେଁ ପ୍ରଭୁଙ୍କ ଆତ୍ମାକୁ ପରୀକ୍ଷା କରିବା ପାଇଁ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭର ସ୍ବାମୀକୁ କବର ଦଇେଛନ୍ତି, ସମାନେେ ଦ୍ବାର ପାଖ ରେ ପହଞ୍ଚିଗଲଣେି। ତୁମ୍ଭକୁ ମଧ୍ଯ ସମାନେେ ବାହାରକୁ ଟାଣି ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପିତର ତାହାକୁ କହିଲେ, ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକପରାମର୍ଶ ହେଲ? ଦେଖ, ଯେଉଁମାନେ ତୁମ୍ଭ ସ୍ଵାମୀକୁ ସମାଧି ଦେଇଅଛନ୍ତି, ସେମାନେ ଦ୍ଵାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ତାଙ୍କୁ କହିଲେ, “ପରମାତ୍ମାଙ୍କୁ ପରୀକ୍ଷା କରିବା ପାଇଁ ତୁମେ ଓ ତୁମର ସ୍ୱାମୀ କାହିଁକି ସ୍ଥିର କଲ? ଯେଉଁମାନେ ତୁମର ସ୍ୱାମୀଙ୍କୁ ସମାଧିସ୍ଥ କଲେ, ସେମାନେ ବର୍ତ୍ତମାନ ଦ୍ୱାର ନିକଟରେ, ସେମାନେ ତୁମକୁ ମଧ୍ୟ ବୋହି ନେଇଯିବେ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପିତର କହିଲେ, “ତୁମ୍ଭେମାନେ ଦୁହେଁ ପ୍ରଭୁଙ୍କ ଆତ୍ମାକୁ ପରୀକ୍ଷା କରିବା ପାଇଁ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭର ସ୍ୱାମୀକୁ କବର ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ପହଞ୍ଚିଗଲେଣି। ତୁମ୍ଭକୁ ମଧ୍ୟ ସେମାନେ ବାହାରକୁ ଟାଣି ନେଇଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତର ତାହାକୁ କହିଲେ, ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଅଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ"? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ತಿಕಾ ತಿಯಾ ಅನಿ ತುಜ್ಯಾ ಘವಾನ್ ಧನಿಯಾಚ್ಯಾ ಆತ್ಮ್ಯಾಕ್ ಪರಿಕ್ಷೆ ಕರಲ್ಲೆ ಕಶ್ಯಾಕ್? ಅಬಕ್! ತುಜ್ಯಾ ಘವಾಕ್ ಮಾಟಿ ಕರುನ್ ಯೆಲ್ಲಿ ಲೊಕಾ ಧಾರಾತ್ ಇಬೆ ಹಾತ್ ತುಕಾಬಿ ತಸೆಚ್ ಉಕ್ಲುನ್ ಘೆವ್ನ್ ಜಾತಾತ್ ಮನುನ್ ಸಾಂಗ್ಲ್ಯಾಲಾನ್.