Acts 6:1 — Compare Translations
7 translations compared side by side
Odia - 1840
"ଏହି ସମୟ ମଧିଅରେ ଶିଷ୍ଯମାନଙ୍କ ସଂଖ୍ଯା ବଢ଼ିଗଲା। ସେତବେେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ। ସମାନଙ୍କେ ବିଧବାମାନଙ୍କୁ ଉଚିତ ପରିମାଣ ରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ପରିଚର୍ଯ୍ୟାରେ ସେମାନଙ୍କର ବିଧବାମାନଙ୍କୁ ଉପେକ୍ଷା କରାଯାଉଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଛି ସମୟ ପରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିବା ସଙ୍ଗେ ସଙ୍ଗେ ଗ୍ରୀକ୍ଭାଷାବାଦୀ ଇହୁଦୀ ଓ ସ୍ଥାନୀୟ ଇହୁଦୀମାନଙ୍କ ମଧ୍ୟରେ କଳହ ହେଲା। ଦୈନିକ ଆର୍ଥିକ ସାହାଯ୍ୟ ବଣ୍ଟନ ସମୟରେ ସେମାନଙ୍କର ବିଧବାମାନଙ୍କୁ ଅବହେଳିତ କରାଯାଉଛି ବୋଲି ଗ୍ରୀକ୍ ଭାଷାବାଦୀ ଇହୁଦୀମାନେ ଆପତ୍ତି କଲେ।
Odia Bible ERV 2004 (ପବିତ୍ର ବାଇବଲ)
ବିଶେଷ କାର୍ଯ୍ୟ ପାଇଁ ସାତ ଜଣଙ୍କୁ ବାଛିଲେ ଏହି ସମୟ ମଧ୍ୟରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିଗଲା। ସେତେବେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ। ସେମାନଙ୍କ ବିଧବାମାନଙ୍କୁ ଉଚିତ୍ ପରିମାଣରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ಶಿಸಾಂಚೊ ಅಂಕೊ ಜಾಸ್ತಿ ಹೊವ್ನನ್ಗೆತ್ ಹೊತ್ತೊ, ಖರೆ ತ್ಯಾ ಎಳಾರ್ ಗ್ರಿಕ್ ಬೊಲ್ತಲ್ಯಾ ಅನಿ ಥೈಚ್ ರಾತಲ್ಯಾ ಜುದೆವಾಂಚ್ಯಾ ಮದ್ದಿ ಝಗ್ಡೊ ಉಟ್ಲೊ, ಗ್ರಿಕ್ ಬೊಲ್ತಲ್ಯಾ ಜುದೆವಾನಿ ಅಪ್ನಾಚ್ಯಾ ಮದ್ಲ್ಯಾ ವಿದವ್ ಬಾಯ್ಕಾಕ್ನಿ ಸದ್ದಿಚ್ಯಾ ವಾಟ್ನಿಚ್ಯಾ ಎಳಾರ್ ಧ್ಯಾನ್ ದಿವ್ನ್ ಹೊಯ್ನಾ ಹೊಲಾ ಮಟ್ಲ್ಯಾನಿ.