Acts 6:10 — Compare Translations
7 translations compared side by side
Odia - 1840
"କିନ୍ତୁ ସମାନେେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖ ରେ ୟୁକ୍ତି ବାଢ଼ି ପାରିଲନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପବିତ୍ରଆତ୍ମା ସ୍ତିଫାନଙ୍କୁ ଏପରି ଆଜ୍ଞା ଦେଲେ ଯେ, କେହି ତାଙ୍କର ଯୁକ୍ତି ଖଣ୍ଡନ କରିପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖରେ ଯୁକ୍ତି ବାଢ଼ି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪವಿತ್ರ್ ಆತ್ಮ್ಯಾನ್ ಸ್ತೆಪನಾಕ್ ಶಾನೆಪಾನಾನ್ ಬೊಲುಕ್ ಮಜತ್ ಕರ್ಲ್ಯಾನ್, ಸ್ತೆಪನಾಚಿ ಬೊಲ್ನಿ ಲೈ ಬಳಾಚಿ ಹೊವ್ನ್ ಹೊತ್ತ್ಯಾ ಸಾಟ್ನಿ ತೆಚ್ಯಾ ವಾಂಗ್ಡಾ ತೆಂಕಾ ವಾದ್ ಕರುಕ್ ಹೊಯ್ನಸ್ತಾನಾ,