Acts 6:12 — Compare Translations

7 translations compared side by side

Odia - 1840
"ଏହା କରିବା ଦ୍ବାରା ସମାନେେ ପୁରୁଖା ଯିହୂଦୀ ନେତାଙ୍କୁ ଆଇନର ଶିକ୍ଷକମାନଙ୍କୁ ଓ ଲୋକମାନଙ୍କୁ ଉତ୍ତଜେିତ କଲେ ଓ ସ୍ତିଫାନଙ୍କୁ ଧରିନଇେ ମହାସଭାକୁ ନଇେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଲୋକସାଧାରଣଙ୍କୁ, ପୁଣି ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ପ୍ରକାରେ ସେମାନେ ଲୋକମାନଙ୍କୁ, ଧର୍ମନେତା ଓ ଗୁରୁମାନଙ୍କୁ ଉତ୍ତେଜିତ କଲେ ଓ ସ୍ତିଫାନଙ୍କୁ ଧରି ମହାସଭାକୁ ନେଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା କରିବା ଦ୍ୱାରା ସେମାନେ ପୁରୁଖା ଯିହୂଦୀ ନେତାଙ୍କୁ ଆଇନର ଶିକ୍ଷକମାନଙ୍କୁ ଓ ଲୋକମାନଙ୍କୁ ଉତ୍ତେଜିତ କଲେ ଓ ସ୍ତିଫାନଙ୍କୁ ଧରିନେଇ ମହାସଭାକୁ ନେଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁୁ ବଳରେ ଧରି ମହାସଭାକୁ ଆଣିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಹ್ಯಾ ಜುದೆವಾನಿ ಲೊಕಾಕ್ನಿ ಜುದೆವಾಂಚ್ಯಾ ಮುಖಂಡಾಕ್ನಿ ಅನಿ ಖಾಯ್ದೆ ಶಿಕ್ವುತಲ್ಯಾಕ್ನಿ ಕಿಡ್ವುಲ್ಯಾನಿ, ತೆನಿ ಲೈ ರಾಗಾನ್ ಯೆವ್ನ್ ಸ್ತೆಪನಾಕ್ ಧರುನ್ ಜುದೆವಾಂಚ್ಯಾ ಮುಖಂಡಾಂಚ್ಯಾ ಝಡ್ತಿ ಕರ್ತಲ್ಯಾ ತಾಂಡ್ಯಾಕ್ಡೆ ಬಲ್ವುನ್ ನ್ಹೆಲ್ಯಾನಿ.