Acts 6:14 — Compare Translations

7 translations compared side by side

Odia - 1840
"ଆମ୍ଭମାନେେ ତାହାକୁ କହିବାର ଶୁଣିଛୁ ଯେ ନାଜରିତୀୟ ଯୀଶୁ ଏହି ସ୍ଥାନକୁ ନଷ୍ଟ କରି ଦବେେ ଓ ମାଶାେ ଆମ୍ଭକୁ ଦଇେଥିବା ବ୍ଯବସ୍ଥା ପରିବର୍ତ୍ତନ କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ଵଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନାଜରିତର ଯୀଶୁ ମନ୍ଦିରକୁ ଭାଙ୍ଗି ପକାଇବେ ଓ ମୋଶାଙ୍କଠାରୁ ଆମ୍ଭେମାନେ ପାଇଥିବା ସମସ୍ତ ବିଧିବିଧାନ ପରିବର୍ତ୍ତନ କରିବେ ବୋଲି ଏହି ଲୋକ କହୁଥିବାର ଆମ୍ଭେମାନେ ଶୁଣିଛୁ!”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ତାହାକୁ କହିବାର ଶୁଣିଛୁ ଯେ ନାଜରିତୀୟ ଯୀଶୁ ଏହି ସ୍ଥାନକୁ ନଷ୍ଟ କରିଦେବେ ଓ ମୋଶା ଆମ୍ଭକୁ ଦେଇଥିବା ବ୍ୟବସ୍ଥା ପରିବର୍ତ୍ତନ କରିଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହି ସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಜರೆತಾತ್ಲೊ ಜೆಜು ಹಿ ಗುಡಿ ಪಾಡ್ವುನ್ ಮೊಯ್ಜೆಚೆ ಖಾಯ್ದೆ ಬದಲ್ತಾ ಮನುನ್ ಹ್ಯೊ ಮಾನುಸ್ ಸಾಂಗುಕ್ ಲಾಗಲ್ಲೆ ಅಮಿ ಆಯಿಕ್ಲಾಂವ್” ಮನುನ್ ಸಾಂಗ್ಲ್ಯಾನಿ.