Acts 6:15 — Compare Translations

7 translations compared side by side

Odia - 1840
"ଏହାଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟି ରେ ଦେଖିଲେ। ତାହାଙ୍କ ମୁଖ ସ୍ବର୍ଗଦୂତଙ୍କ ମୁଖ ପରି ଦଖାଗେଲା ଓ ସମାନେେ ତାହା ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ସେଠାରେ ବସିଥିବା ସମସ୍ତେ ଏକ ଲୟରେ ସ୍ତିଫାନଙ୍କ ଆଡ଼େ ଚାହିଁ ଦେଖିଲେ ଯେ ତାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦିଶୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟିରେ ଦେଖିଲେ। ତାହାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦେଖାଗଲା ଓ ସେମାନେ ତାହା ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಾಂಡ್ಯಾತ್ ಬಸಲ್ಲ್ಯಾ ಸಗ್ಳ್ಯಾ ಲೊಕಾನಿ ಸ್ತೆಪನಾಚ್ಯಾ ತೊಂಡಾಕುಚ್ ಬಗ್ಲ್ಯಾನಿ, ತೆಚೆ ತೊಂಡ್ ತೆಂಕಾ ದೆವಾಚ್ಯಾ ದುತಾಂಚ್ಯಾ ತೊಂಡಾ ಸಾರ್ಕೆ ಹೊಳ್ವುತಲೆ ದಿಸ್ಲೆ.