Acts 6:2 — Compare Translations
7 translations compared side by side
Odia - 1840
"ତେଣୁ ପ୍ ରରେିତମାନେ ସଂମ୍ପୂର୍ଣ୍ଣ ଶିଷ୍ଯ ମଣ୍ଡଳୀକୁ ଡ଼ାକି କହିଲେ, ଆମ୍ଭେ ପରମେଶ୍ବରଙ୍କର ବାକ୍ଯ ପ୍ରଚାର ରେ ଅବ ହଳୋ କରିବା ଠିକ୍ ହବେନାହିଁ। ଖାଦ୍ୟ ବଣ୍ଟନ ରେ ସମୟ ଦବୋ ଅପେକ୍ଷା ପ୍ରଚାର କାର୍ୟ୍ଯ ଚାଲୁ ରଖିବା ଆମ୍ଭପକ୍ଷେ ଯଥାର୍ଥ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଦ୍ଵାଦଶ, ଶିଷ୍ୟସମୂହକୁ ନିକଟକୁ ଡାକି କହିଲେ, ଈଶ୍ଵରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ବାରଜଣ ପ୍ରେରିତ ଶିଷ୍ୟ ସମସ୍ତ ବିଶ୍ୱାସୀ ଦଳକୁ ଏକତ୍ର କରି କହିଲେ, “ଆର୍ଥିକ କାରବାର ହେତୁ ଈଶ୍ୱରଙ୍କ ବାକ୍ୟ ପ୍ରଚାରରେ ଅବହେଳା କରିବା ଆମ୍ଭମାନଙ୍କ ପକ୍ଷରେ ଯଥାର୍ଥ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପ୍ରେରିତମାନେ ସମ୍ପୂର୍ଣ୍ଣ ଶିଷ୍ୟ ମଣ୍ଡଳୀକୁ ଡାକି କହିଲେ, “ଆମ୍ଭେ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭରରେ ଅବହେଳା କରିବା ଠିକ୍ ହେବ ନାହିଁ। ଖାଦ୍ୟ ବଣ୍ଟନରେ ସମୟ ଦେବା ଅପେକ୍ଷା ପ୍ରଗ୍ଭର କାର୍ଯ୍ୟ ଗ୍ଭଲୁ ରଖିବା ଆମ୍ଭପକ୍ଷେ ଯଥାର୍ଥ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ବାର ଜଣ, ଶିଷ୍ୟସମୂହକୁ ନିକଟକୁ ଡାକି କହିଲେ, ଈଶ୍ୱରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಬಾರಾ ಲೊಕಾ ಅಪೊಸ್ತಲಾನಿ ಸಗ್ಳ್ಯಾ ಶಿಸಾಂಚೊ ತಾಂಡೊ ಎಕಾಕ್ಡೆ ಬಲ್ವುನ್ ತೆಂಕಾ,ದೆವಾಚ್ಯಾ ಗೊಸ್ಟಿಯಾ ಶಿಕ್ವುತಲ್ಯಾಚ್ಯಾ ಬದ್ಲಾಕ್ ಪೈಶ್ಯಾ ಪಾನಿಯಾಚೆಚ್ ವಿಶಯ್ ಘೆವ್ನ್ ಅಮಿ ಬಸ್ತಲೆ ಸಮಾ ನ್ಹಯ್!