Acts 6:3 — Compare Translations
7 translations compared side by side
Odia - 1840
"ଏଥିପାଇଁ ହେ ଭାଇମାନେ, ତୁମ୍ଭମାନେେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସମାନେେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ର ଆତ୍ମା ଓ ଜ୍ଞାନ ରେ ପୂର୍ଣ୍ଣ ହାଇେଥିବେ। ଆମ୍ଭମାନେେ ସମାନଙ୍କେୁ ଏହି କାମ କରିବାପାଇଁ ଦବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ, ଏପରି ସୁଖ୍ୟାତିସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣ-ମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ହେ ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ପବିତ୍ରଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ହୋଇଥିବା ସାତଜଣଙ୍କୁ ମନୋନୀତ କର। ଆମେ ସେମାନଙ୍କୁ ଏ ସମସ୍ତ ବିଷୟରେ ଦାୟିତ୍ୱ ଦେବା।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ହେ ଭାଇମାନେ, ତୁମ୍ଭେମାନେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସେମାନେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ରଆତ୍ମା ଓ ଜ୍ଞାନରେ ପୂର୍ଣ୍ଣ ହୋଇଥିବେ। ଆମ୍ଭେମାନେ ସେମାନଙ୍କୁ ଏହି କାମ କରିବା ପାଇଁ ଦେବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରିପାରୁ, ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತಸೆ ಹೊವ್ನ್ ಭಾವಾನು ಅನಿ ಭೆನಿಯಾನು ತುಮ್ಚ್ಯಾ ಮದ್ಲ್ಯಾ ಲೊಕಾನಿ ಸಾಂಗಲ್ಲ್ಯಾ ಸಾರ್ಕೆ, ಬುದ್ದ್ ಹೊತ್ತೆ ಅನಿ ಅನಿ ಪವಿತ್ರ್ ಆತ್ಮ್ಯಾನ್ ಭರಲ್ಲ್ಯಾ ಸಾತ್ ಲೊಕಾಕ್ನಿ ಎಚುನ್ ಕಾಡಾ, ಅಮಿ ತೆಂಕಾ ಹೆ ಕಾಮ್ ಒಪ್ಸುನ್ ದಿತಾಂವ್.