Acts 6:4 — Compare Translations
7 translations compared side by side
Odia - 1840
"ତବେେ ଆମ୍ଭମାନେେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନା ରେ ଦଇପୋରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପରିଚର୍ଯ୍ୟାରେ ଏକାଗ୍ରଭାବେ ଲାଗିରହିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ ପ୍ରାର୍ଥନା ଓ ପ୍ରଚାର କାର୍ଯ୍ୟରେ ଆମେ ସଂପୂର୍ଣ୍ଣ ସମୟ ଦେଇପାରିବା।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଆମ୍ଭେମାନେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନାରେ ଦେଇ ପାରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅಮಿ ಅಮ್ಚೊ ಎಳ್ ಸಗ್ಳೊ ಮಾಗ್ನಿ ಕರುಕ್ ಅನಿ ದೆವಾಚ್ಯಾ ವಿಶಯಾತ್ ಶಿಕ್ವುಕ್ ಹೊತಾ” ಮನುನ್ ಸಾಂಗ್ಲ್ಯಾನಿ.