Acts 6:5 — Compare Translations
7 translations compared side by side
Odia - 1840
"ସହେି ଦଳର ସମସ୍ତେ ଏହି ଚ଼ିନ୍ତାଧାରାକୁ ପସନ୍ଦ କଲେ। ସମାନେେ ନିଜ ମଧ୍ଯରୁ ସ୍ତିଫାନ, ଯେ କି ପବିତ୍ର ଆତ୍ମା ଓ ବିଶ୍ବାସ ରେ ପରିପୂର୍ଣ୍ଣ ଥିଲେ, ଫିଲିପ୍ପ, ପ୍ରଖର, ନୀକାନୋର, ତୀମାନେ, ପାର୍ମନା ଓ ନୀକଲାୟ। ସେ ଆନ୍ତିୟଖିଅରୁ ଆସିଥିଲେ ଓ ଯିହୂଦୀ ଧର୍ମରୁ ଧର୍ମାନ୍ତରୀତ ହାଇେଥିଲେ ମନୋନୀତ କଲେ ା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା ସମସ୍ତ ସମ୍ପ୍ରଦାୟର ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ଵାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ଵୀ ନୀକଲାୟଙ୍କୁ ମନୋନୀତ କରି,
Odia BSI (ପବିତ୍ର ବାଇବଲ (CL) NT (BSI))
ଦଳର ସମସ୍ତେ ପ୍ରେରିତ ଶିଷ୍ୟମାନଙ୍କ ପ୍ରସ୍ତାବରେ ସନ୍ତୁଷ୍ଟ ହେଲେ ଏବଂ ଏହି କାର୍ଯ୍ୟ ପାଇଁ ବିଶ୍ୱାସ ଓ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଥିବା ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି ଫିଲିପ୍ପ, ପ୍ରଖର, ନୀକାନୋର୍, ତୀମୋନ, ପାର୍ମନା ଓ ପୂର୍ବେ ଇହୁଦୀ ଧର୍ମରେ ଦୀକ୍ଷିତ ହୋଇଥିବା ଆଣ୍ଟିୟୋଖର ଅଣଇହୁଦୀ ନିକୋଲାୟଙ୍କୁ ମନୋନୀ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦଳର ସମସ୍ତେ ଏହି ଚିନ୍ତାଧାରାକୁ ପସନ୍ଦ କଲେ। ସେମାନେ ନିଜ ମଧ୍ୟରୁ ସ୍ତିଫାନ, ଯେ କି ପବିତ୍ରଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ନୀକଲାୟଙ୍କୁ (ସେ ଆନ୍ତିୟଖିଅରୁ ଆସିଥିଲେ ଓ ଯିହୂଦୀ ଧର୍ମରୁ ଧର୍ମାନ୍ତରୀତ ହୋଇଥିଲେ)।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,
Odia IRV 2017 (ଓଡିଆ ବାଇବେଲ)
ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୂଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಲೊಕಾಕ್ನಿ ಹಿ ಯೆವ್ಜನ್ ಸಮಾ ದಿಸ್ಲಿ, ತಸೆ ಹೊವ್ನ್ ಹ್ಯಾ ಸಾತ್ ಲೊಕಾಕ್ನಿ ಎಚುನ್ ಘೆಟ್ಲ್ಯಾನಿ: ಸ್ತೆಪನ್ ಮನ್ತಲೊ ಮೊಟ್ಯಾ ವಿಶ್ವಾಸಾಚೊ ಅನಿ ಪವಿತ್ರ್ ಆತ್ಮ್ಯಾನ್ ಭರಲ್ಲೊ ಮಾನುಸ್, ಫಿಲಿಪ್ಪ್, ಪ್ರೊಖೊರ್, ನಿಕನೊರ್, ತಿಮೊನ್, ಪರ್ಮೆನ್, ಅನಿ ನಿಕ್ಲಾಂವ್ ಮನ್ತಲೊ ಜುದೆವ್ ಧರ್ಮಾಕ್ ಯೆಲ್ಲೊ ಮಾನುಸ್ ಹ್ಯೊ ಅಂತಿಯೊಕಾಚೊ.