Acts 6:7 — Compare Translations

7 translations compared side by side

Odia - 1840
"ଏହିପରି ଭାବରେ ପରମେଶ୍ବରଙ୍କର ବାକ୍ଯ ଚ଼ାରିଆଡ଼େ ବ୍ଯାପିଗଲା। ୟିରୂଶାଲମ ରେ ଶିଷ୍ଯମାନଙ୍କର ସଂଖ୍ଯା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ଯରୁ ଅନକେ ବିଶ୍ବାସ କଲେ ଓ ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଈଶ୍ଵରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ଵାସମାର୍ଗ ଅବଲମ୍ଵନ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ଭାବରେ ଈଶ୍ୱରଙ୍କ ବାକ୍ୟ ପ୍ରସାର ଲାଭ କଲା। ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅଧିକରୁ ଅଧିକ ବଢ଼ିବାକୁ ଲାଗିଲା; ବହୁସଂଖ୍ୟକ ଯାଜକ ମଧ୍ୟ ଖ୍ରୀଷ୍ଟ ବିଶ୍ୱାସୀ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ପରମେଶ୍ୱରଙ୍କର ବାକ୍ୟ ଗ୍ଭରିଆଡ଼େ ବ୍ୟାପିଗଲା। ଯିରୁଶାଲମରେ ଶିଷ୍ୟମାନଙ୍କର ସଂଖ୍ୟା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ୟରୁ ଅନେକ ବିଶ୍ୱାସ କଲେ ଓ ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଈଶ୍ୱରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಗೊಸ್ಟಿಯಾ ಲೈ ಲೊಕಾಕ್ನಿ ಜಾವ್ನ್ ಪಾವುಕ್‍ ಲಾಗ್ಲಿ, ಜೆರುಜಲೆಮಾತ್ಲ್ಯಾ ಶಿಸಾಂಚೊ ತಾಂಡೊ ಲೈ ವಾಡುನ್ಗೆತ್‍ ಯೆಲೊ, ಲೈ ಜುದೆವಾಂಚ್ಯಾ ಯಾಜಕಾನಿ ವಿಶ್ವಾಸ್ ಕರ್‍ಲ್ಯಾನಿ ಅನಿ ಮಾನ್ಲ್ಯಾನಿ.