Acts 6:8 — Compare Translations
7 translations compared side by side
Odia - 1840
"ସ୍ତିଫାନ ପରମେଶ୍ବରଙ୍କଠାରୁ ପ୍ରାପ୍ତ ଅନୁଗ୍ରହ ଓ ଶକ୍ତି ରେ ପରିପୂର୍ଣ୍ଣ ଥିଲେ। ସେ ଲୋକମାନଙ୍କ ମଧିଅରେ ବିଭିନ୍ନ ପ୍ରକାରର ଆଶ୍ଚର୍ୟ୍ଯ କର୍ମ କରୁଥିଲେ ଓ ଈଶ୍ବରଙ୍କ ଶକ୍ତିର ପ୍ରମାଣ ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କଠାରୁ ବହୁଳଭାବେ ଆଶୀର୍ବାଦପ୍ରାପ୍ତ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇଥିବା ସ୍ତିଫାନ୍, ଲୋକମାନଙ୍କ ମଧ୍ୟରେ ଅନେକ ଅଲୌକିକ ଓ ଆଶ୍ଚର୍ଯ୍ୟକାର୍ଯ୍ୟ ସାଧନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତିଫାନଙ୍କ ବିରୁଦ୍ଧରେ ଯିହୂଦୀମାନେ ସ୍ତିଫାନ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ଥିଲେ। ସେ ଲୋକମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟକର୍ମ କରୁଥିଲେ ଓ ଈଶ୍ୱରଙ୍କ ଶକ୍ତିର ପ୍ରମାଣ ଦେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸ್ತೆಪನ್ ದೆವಾಚ್ಯಾ ಕುರ್ಪೆನ್ ಅನಿ ಬಳಾನ್ ಭರುನ್ ಅಜಾಪಾ ಅನಿ ಚಮತ್ಕಾರಾಚಿ ಕಾಮಾ ಕರುಂಗೆತ್ ಹೊತ್ತೊ.