Acts 6:9 — Compare Translations
7 translations compared side by side
Odia - 1840
"କେତକେ ଯିହୂଦୀ ଆସି ସ୍ତିଫାନଙ୍କ ସହିତ ୟୁକ୍ତିତର୍କ କଲେ। ସମାନେେ କୁରୀଣୀୟ, ଲିବର୍ତ୍ତାନ, କିଲିକାଆ ଓ ଏସିଆ ଦେଶର ଯିହୂଦୀ ଥିଲେ। ସମାନେେ ଯିହୂଦୀମାନଙ୍କର ଆଲକଜୋଣ୍ଡ୍ରୀୟ ସମାଜଗୃହର ସଭ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକ୍ଜାଣ୍ତ୍ରୀୟ-ମାନଙ୍କ ନାମରେ ଖ୍ୟାତ ସମାଜଗୃହର କେତେକ ଜଣ, ପୁଣି କିଲିକିଆ ଓ ଆସିଆ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ କୁରୀଣୀ ଓ ଆଲେକ୍ଜାଣ୍ଡ୍ରିଆର କ୍ରୀତଦାସତ୍ୱରୁ ମୁକ୍ତ ହୋଇଥିବା ଇହୁଦୀମାନଙ୍କୁ ନେଇ ଗଠିତ ସମାଜ ଗୃହର କେତେକ ସ୍ତିଫାନଙ୍କ ବିରୁଦ୍ଧାଚରଣ କଲେ। ସେମାନେ ଏବଂ କିଲିକିୟା ଓ ଆସିଆ ଦେଶର ଅନ୍ୟ ଇହୁଦୀମାନେ ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଯିହୂଦୀ ଆସି ସ୍ତିଫାନଙ୍କ ସହିତ ଯୁକ୍ତିତର୍କ କଲେ। ସେମାନେ କୂରୀଣୀୟ, ଲିବର୍ତ୍ତାନ, କିଲିକିଆ ଓ ଏସିଆ ଦେଶର ଯିହୂଦୀ ଥିଲେ। ସେମାନେ ଯିହୂଦୀମାନଙ୍କର ଆଲେକ୍ଜାଣ୍ଡ୍ରୀୟ ସମାଜଗୃହର ସଭ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಥೊಡಿ ಜುದೆವಾಂಚಿ ಲೊಕಾ ಯೆವ್ನ್ ತೆಚ್ಯಾ ವಾಂಗ್ಡಾ ವಾದ್ ಕರ್ಲ್ಯಾನಿ, ಹಿ ಲೊಕಾ ಜುದೆವಾಂಚ್ಯಾ ಸಿನಾಗೊಗಾಕ್ ಸಮಂದ್ ಪಡಲ್ಲಿ, ತೆಕಾ ಸುಟ್ಕಾ ಹೊಲ್ಲ್ಯಾಂಚೆ ಸಿನಾಗೊಗ್ ಮನುನ್ ಬಲ್ವಿತ್, ಸಿರೆನಾತ್ನಾ ಅನಿ ಅಲೆಕ್ಸಾಂಡ್ರಿಯಾತ್ನಾ ಜುದೆವಾಂಚ್ಯಾಸಾಟ್ನಿ ಹೆ ಸಿನಾಗೊಗ್ ಹೊತ್ತೆ, ಸಿಲಿಸಿಯಾ ಅನಿ ಎಶ್ಯಾತ್ನಾ ಯೆಲ್ಲಿ ಜುದೆವಾಂಚಿ ಲೊಕಾಬಿ ತೆಂಚ್ಯಾ ವಾಂಗ್ಡಾ ಹೊತ್ತಿ, ತೆನಿ ಸಗ್ಳ್ಯಾನಿ ಯೆವ್ನ್ ಸ್ತೆಪನಾಚ್ಯಾ ವಿರೊದ್ ವಾದ್ ಕರ್ಲ್ಯಾನಿ.