Acts 7:11 — Compare Translations

7 translations compared side by side

Odia - 1840
"ସେ ସମୟରେ ସମଗ୍ର ମିଶର ଓ କିଣାନ ଦେଶ ରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁତ କଷ୍ଟ ରେ ପଡ଼ିଲେ। ଆମ୍ଭର ପୂର୍ବପୁରୁଷମାନେ ଖାଇବାକୁ କିଛି ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି ମହାକ୍ଳେଶ ଘଟିଲା, ଆଉ ଆମ୍ଭମାନଙ୍କ ପିତୃପୁରୁଷ-ମାନେ ଭକ୍ଷ୍ୟ ପାଇ ପାରିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସମୁଦାୟ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁ କଷ୍ଟ ଭୋଗ କଲେ। ଆମ ପୂର୍ବପୁରୁଷମାନଙ୍କର ଖାଦ୍ୟର ଅଭାବ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ସମଗ୍ର ମିଶର ଓ କିଣାନ ଦେଶରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁତ କଷ୍ଟରେ ପଡ଼ିଲେ। ଆମ୍ଭର ପୂର୍ବପୁରୁଷମାନେ ଖାଇବାକୁ କିଛି ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି, ମହାକ୍ଲେଶ ଘଟିଲା, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଖାଦ୍ୟ ପାଇ ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି, ମହାକ୍ଲେଶ ଘଟିଲା, ଆମ୍ଭମାନଙ୍କ ପିତୃପୁରୁଷମାନେ ଖାଦ୍ୟ ପାଇ ପାରିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಇಜಿಪ್ತ್ ಅನಿ ಕಾನಾನ್ ದೆಶಾತಾತ್ನಿ, ಲೈ ಬರ್ಗಾಲ್ ಯೆವ್ನ್ ಅಮ್ಚ್ಯಾ ಪುರ್ವಜಾಕ್ನಿಬಿ ಜೆವಾನ್ ಖಾನ್ ಗಾವ್ಕ್ ನಾ.