Acts 7:17 — Compare Translations

7 translations compared side by side

Odia - 1840
"ଇତି ମଧିଅରେ ମିଶର ଦେଶ ରେ ଇଶ୍ରାୟେଲ ଲୋକମାନଙ୍କର ସଂଖ୍ଯା ବଢ଼ିବା ରେ ଲାଗିଲା। ପରମେଶ୍ବର ଅବ୍ରାହାମଙ୍କୁ ଯେଉଁ ସବୁ ପ୍ରତିଜ୍ଞା କରିଥିଲେ ତାହା ସତ୍ଯ ରେ ପରିଣତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଈଶ୍ୱର ଅବ୍ରହାମଙ୍କୁ ଯେଉଁ ପ୍ରତିଜ୍ଞା କରିଥିଲେ, ତାହା ସଫଳ ହୋଇ ମିସରରେ ଆମ ଜାତିର ଲୋକସଂଖ୍ୟା ବହୁତ ବୃଦ୍ଧି ପାଇଲା।
Odia Bible ERV 2004 (ପବିତ୍ର ବାଇବଲ)
“ଇତି ମଧ୍ୟରେ ମିଶର ଦେଶରେ ଇସ୍ରାଏଲ ଲୋକମାନଙ୍କର ସଂଖ୍ୟା ବଢ଼ିବାରେ ଲାଗିଲା। ପରମେଶ୍ୱର ଅବ୍ରହାମଙ୍କୁ ଯେଉଁସବୁ ପ୍ରତିଜ୍ଞା କରିଥିଲେ ତାହା ସତ୍ୟରେ ପରିଣତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾನ್ ಅಬ್ರಾಹಾಮಾಕ್ ದಿಲ್ಲಿ ಗೊಸ್ಟ್ ಫುರಾ ಹೊತಲೊ ಯೆಳ್ ಜಗ್ಗೊಳ್ ಯೆಲ್ಲೊ, ಅನಿ ಇಜಿಪ್ತ್ ದೆಶ್ಯಾತ್ ಹೊತ್ತ್ಯಾ ಅಮ್ಚ್ಯಾ ಲೊಕಾಂಚೊ ಅಂಕೊ ಲೈ ವಾಡುಂಗೆತ್ ಹೊತ್ತೊ.